Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମୁଛି କରୋନା ସଂକ୍ରମଣ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୬୬୯ ଆକ୍ରାନ୍ତ
  • ||
  • ସରକାର ଓ କୃଷକଙ୍କ ମଧ୍ୟରେ ପ୍ରଥମ ବୈଠକ ବିଫଳ: ପୁଣି ଡିସେମ୍ବର ୩ରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା, ଜାରି ରହିବ ଆନ୍ଦୋଳନ
  • ||
  • ସୋର : ବାଇକ୍ ଉପରେ ମାଡିଗଲା କାର୍, ୩ ଗୁରୁତର
  • ||
  • କଣ୍ଟାବାଞ୍ଝି : ରାସ୍ତା କଡ ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍ଦୁ, ଦୁଇ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଟ୍ରକ୍‌କୁ ୮୭ ହଜାର ଟଙ୍କା ଫାଇନ୍, ପରମିଟ୍ ନଥାଇ ପରିବହନ ହେଉଥିଲା ଅଧିକ ଓଜନର ସାମଗ୍ରୀ
  • ||
  • ଆଠମଲ୍ଲିକ : ବାଇକ୍‌କୁ ଧକ୍କା ଦେଲା ପିକ୍‌ଅପ୍ ଭ୍ୟାନ୍, ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ
  • ||
  • ସୋର : ଟ୍ରକ୍ ଚାପାରେ ମା’ ମୃତ, ବାପା-ପୁଅ ଗୁରୁତର
  • ||
  • ସାନଖେମୁଣ୍ଡି : ଦାଦା ବଟି ମାଗିବା ଅଭିଯୋଗରେ ଯୁବକ ଗିରଫ, ମାଉଜର ଓ ଅଫୁଟା ଗୁଳି ଜବତ
  • ||
  • ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୪୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୩୭୮ କରୋନା ସଂକ୍ରମିତ, ୩୧୯୧୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀଙ୍କ ପତ୍ନୀ ଅମୃତା ଫଡନାବିସ ପ୍ରଧାନମନ୍ତୀ ମୋଦିଙ୍କୁ ରାଷ୍ଟ୍ରପିତା ବୋଲି କଲେ ସମ୍ବୋଧନ

18/09/2019 at 1:04 PM

ମୁମ୍ବାଇ୧୮|୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୬୯ ବର୍ଷରେ ପାଦ ଦେଲେ। ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସମଗ୍ର ଦେଶର ଲୋକେ ଶୁବେଚ୍ଛା ଜଣାଇଛନ୍ତି। ଅନେକ ରାଜନେତା, ସେଲିବ୍ରିଟିଜ ସୋସିଆଲ ମିଡିଆରେ ପୋଷ୍ଟ କରି ତାଙ୍କୁ ଜନ୍ମଦିନର ଅଭିନନ୍ଦନ ଜଣାଇଛନ୍ତି।

ଅପରପକ୍ଷରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ୍‌ଙ୍କ ପତ୍ନୀ ଅମୃତା ଫଡନାଭିସ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟୁଇଟ୍‌ କରି ଜନ୍ମଦିନର ଅଭିନନ୍ଦନ ଜଣାଇଛନ୍ତି ।

ଟୁଇଟ୍‌ରେ ସେ ପ୍ରଧାନମନ୍ତ୍ରୀଙ୍କୁ ରାଷ୍ଟ୍ରପିତା ବୋଲି କହିଛନ୍ତି। ସେ ଲେଖିଛନ୍ତି ଯେ, ଦେଶର ପିତା ନରେନ୍ଦ୍ର ମୋଦିଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭକାମନା।

   Related Posts