Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେରଳରେ ଭୀଷଣ ବର୍ଷା: ୫ ଜିଲ୍ଲାରେ ବନ୍ୟା ପରିସ୍ଥିତି, ଭୂସ୍ଖଳନରେ ଜଣେ ମୃତ, ୧୨ ନିଖୋଜ
  • ||
  • ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଡେଙ୍ଗୁ, ସ୍ବାସ୍ଥ୍ୟବସ୍ଥାରେ ଆସୁଛି ସୁଧାର
  • ||
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

କାଲିଫର୍ଣ୍ଣିଆରେ ମହାତ୍ମା ଗାନ୍ଧିଙ୍କ ମୂର୍ତ୍ତି ଭାଙ୍ଗିଦେଲେ ଦୁର୍ବୃତ୍ତ, କାର୍ଯ୍ୟାନୁଷ୍ଠାନ ଦାବି କଲା ଭାରତ

30/01/2021 at 12:23 PM

କାଲିଫର୍ଣ୍ଣିଆ,୩୦/୦୧:   କାଲିଫର୍ଣ୍ଣିଆର ଡେଭିସ୍ ସହର ସେଣ୍ଟ୍ରାଲ ପାର୍କରେ ଥିବା ମହାତ୍ମା ଗାନ୍ଧିଙ୍କ ପ୍ରତିମୂର୍ତ୍ତିକୁ ଭାଙ୍ଗି ଦିଆଯାଇଛି । କିଛି ଅଜଣା ଲୋକ ଏହାକୁ ଭଙ୍ଗାରୁଜା କରିଛନ୍ତି । ଏହା ଜାନୁଆରୀ ୨୮ରେ ଘଟିଥିଲା । ଏହି ମୂର୍ତ୍ତିକୁ ଭାରତ ସରକାର ୨୦୧୬ରେ ଉପହାର ସ୍ୱରୂପ ପ୍ରଦାନ କରିଥିଲେ । ସରକାରଙ୍କ ତରଫରୁ ଏହି ଘଟଣାକୁ ନିନ୍ଦା କରାଯାଇଛି ।

ଓ୍ୱାଶିଂଟନ ଡିସିରେ ଭାରତୀୟ ଦୂତାବାସ ଏହି ମାମଲାରେ ତଦନ୍ତ ଦାବି କରିଛନ୍ତି । ଏହାସହ ଏପରି କାମ କରିଥିବା ଦୁର୍ବୃତ୍ତଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ନେବାକୁ ମଧ୍ୟ ଦାବି କରିଛନ୍ତି । ସାନ୍ ଫ୍ରାନସିସ୍କୋରେ ମଧ୍ୟ ଭାରତ ମହାବାଣିଜ୍ୟ ଦୂତାବାସ ପୃଥକ ଭାବେ ଡେଭିସ୍ ସହର ଓ ସ୍ଥାନୀୟ ପ୍ରଶାସନ ସମ୍ମୁଖରେ ମାମଲା ଉଠାଇଛନ୍ତି । ତେବେ ଘଟଣାର ତଦନ୍ତ ଆରମ୍ଭ ହୋଇଯାଇଛି ।

ଡେଭିସର ମେୟର ଏହି ଘଟଣାରେ ଦୁଃଖପ୍ରକାଶ କରିଛନ୍ତି । ଏପରି କୁତ୍ସୀତ କାର୍ଯ୍ୟ କରିଥିବା ଦୁର୍ବୃତ୍ତଙ୍କୁ ଛଡାଯିବ ନାହିଁ । ଅପରାଧିଙ୍କୁ ଅତିଶୀଘ୍ର ଗିରଫ କରାଯିବ ବୋଲି ଆମେରିକା ବୈଦେଶିକ ମନ୍ତ୍ରାଳୟ କହିଛି ।

   Related Posts