Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଆତ୍ମହତ୍ୟା ସନ୍ଦେହ

1/07/2021 at 9:15 AM

ରାଇରଙ୍ଗପୁର, ୦୧/୦୭:  ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ଆତ୍ମହତ୍ୟା ସନ୍ଦେହ।ଏପରି ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଟାଉନ ଥାନା ବାଇଦାପୋଷି କଲୋନିରେ।

ମୃତ ମହିଳା ହେଲେ ବାଇଦାପୋଷି ଗ୍ରାମର ସୂର୍ଯ୍ୟ ମୁଣ୍ଡା।ସ୍ବାମୀଙ୍କ ସହିତ ସାମାନ୍ୟ କଳହକୁ ନେଇ ମହିଳା ଏପରି ପଦକ୍ଷେପ ନେଇଥିବା ସନ୍ଦେହ କରାଯାଉଛି ।  ତେବେ ପୋଲିସ ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି । ଏହା ସହିତ ବାରିପଦାରୁ ସାଇଣ୍ଟିଫିକ ଟିମ୍ ମଧ୍ୟ ଘଟଣାସ୍ଥଳରେ ତଦନ୍ତ ଆରମ୍ଭ କରିଛି ।

   Related Posts