Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅକ୍ଟୋବର-ନଭେମ୍ବର ମାସର ପାର୍ବଣ ଗାଇଡ୍‌ଲାଇନ୍‌, ମୂର୍ତ୍ତି ବିସର୍ଜନରେ ରହିବେ ଏତିକି ଲୋକ, ହବିଷ୍ୟାଳୀଙ୍କୁ ମନ୍ଦିର ମନା
  • ||
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ଗାଁ ପୋଖରୀକୁ ଶୌଚ ହେବାକୁ ଯାଇଥିଲେ ମହିଳା, ହେଲେ ଆଉ ଫେରିଲେନି : ହତ୍ୟା ନା ଅଘଟଣ ?

8/07/2021 at 2:28 PM

କେନ୍ଦୁଝର ୦୮।୦୭: ପୋଖରୀରୁ ମହିଳାଙ୍କ ମୃତଦେହ ଠାବ । ମୃତକଙ୍କ ନାମ ବାଙ୍ଗିରୀ ମୁଣ୍ଡା ବୋଲି ଜଣାପଡିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି । କେନ୍ଦୁଝର ସଦର ବ୍ଲକ ଶଙ୍କରପୁର ଗାଁର ଘଟଣା ।

ଖବର ଅନୁଯାୟୀ, ଗୁରୁବାର ସଂଧ୍ୟାରେ ସମୟରେ ସୁନାରାମ ମୁଣ୍ଡାଙ୍କ ପତ୍ନୀ ବାଙ୍ଗିରୀ ମୁଣ୍ଡା ଶୌଚ ହେବାକୁ ଗାଁ ପୋଖରୀକୁ ଯାଇଥିଲେ , ହେଲେ ଆଉ ଫେରିନଥିଲେ । ସୁନାରମ ବହୁ ଖୋଜାଖୋଜି ପରେ ବି କୌଣସି ପତ୍ତାମିଳିନଥିଲା । ଶେଷରେ ଗୁରୁବାର ସକାଳ ସମୟରେ ଗାଁଲୋକ ପୋଖରୀରେ ଏକ ମୃତଦେହ ଭାସୁଥିବାର ଦେଖିଥିଲେ । ଏନେଇ ଗାଁଲୋକେ ପୋଲିସକୁ ଖବର ଦେଇଥିଲେ ।

ପୋଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିଥିଲେ । ପୋଲିସ ମୃତଦେହକୁ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି । ବର୍ତ୍ତମାନ ସୁଦ୍ଧା ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ଜଣାପଡିବ ।

   Related Posts