Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ବଲପୁର : ଗୋଶାଳା କଲପଡାରେ ଖାଲରେ ଖସିପଡି ୨ ଶିଶୁ ମୃତ
  • ||
  • ଢେଙ୍କାନାଳ : ଭିଜିଲାନ୍ସ ଜାଲରେ ଥାନା ଅଧିକାରୀ, ଯୌତୁକ ମାମଲାରେ ଦଫା କାଟିବାକୁ ନେଉଥିଲେ ୬ହଜାର ଟଙ୍କା
  • ||
  • ନବରଙ୍ଗପୁର : କୁନ୍ଦେଇ ସରପଞ୍ଚ ନିଲମ୍ବିତ, ଭାରତମାଳା ଯୋଜନାକୁ ବିରୋଧ କରିବାରୁ କାର୍ଯ୍ୟାନୁଷ୍ଠାନ
  • ||
  • ୨ ଦିନିଆ କନ୍ଧମାଳ ଗସ୍ତରେ ଶିଶୁ ସୁରକ୍ଷା ଅଧିକାର ଅଧ୍ୟକ୍ଷା
  • ||
  • ବ୍ରହ୍ମପୁର : ବ୍ରହ୍ମପୁର ଫାଷ୍ଟଗେଟ୍ ଅଞ୍ଚଳରୁ ଜଣଙ୍କ ମୃତଦେହ ଠାବ, ହତ୍ୟା ସନ୍ଦେହ
  • ||
  • ନୀଳଗିରି: ହାତୀ ଆତଙ୍କରେ ଅଞ୍ଚଳବାସୀ
  • ||
  • ମାଲକାନଗିରି : ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ, ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ
  • ||
  • କେନ୍ଦୁଝର : ବାଇକ୍ ଧକ୍କାରେ ଜଣେ ଗୁରୁତର, ମେଡିକାଲରେ ଭର୍ତ୍ତି
  • ||

ଭୁବନେଶ୍ବରରେ ମହିଳାଙ୍କୁ ଛୁରା ମାଡ, ଗୁରୁତର ଅବସ୍ଥାରେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି

19/01/2021 at 9:00 PM

 ଭୁବନେଶ୍ବର୧୯/୧: ଭୁବନେଶ୍ବର ପଟିଆ ଷ୍ଟେସନ ନିକଟରେ ମହିଳାଙ୍କୁ ଛୁରା ମାଡ। ଗୁରୁତର ମହିଳାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଜଣେ ଅଟୋ ଚାଳକ ମହିଳାଙ୍କୁ ଛୁରା ମାଡି କରିଥିବା ସୂଚନା ମିଳିଛି। ଗୁରୁତର ମହିଳା ରଶ୍ମିତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କେଉଁ କାରଣରୁ ମହିଳାଙ୍କୁ ଅଟୋ ଚାଳକ ଛୁରା ମାଡ କଲେ, ତାହା ବର୍ତ୍ତମାନ ସୁଦ୍ଧା ଜଣାପଡି ନାହିଁ। ଏହି ଘଟଣା ପରେ ଘଟଣାସ୍ଥଳରେ ଲୋକଙ୍କ ଗହଳି ଲାଗି ରହିଛି।

   Related Posts