Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ଯୁବତୀ ନିଖୋଜ ଓ ପ୍ରେମିକ ଥାନାରେ ଅଟକ ଘଟଣା : ଥାନା ଅଧିକାରୀଙ୍କୁ ଭେଟିଲେ ମହିଳା ସଂଗଠନ

11/11/2021 at 5:46 PM

ବାଂଶପାଳ ୧୧।୧୧: କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଲକ ନୟାକୋଟ ଥାନା ଅନ୍ତର୍ଗତ ନୟାକୋଟ ଗ୍ରାମର ଯୁବତୀ ନବାତ ଡାଙ୍ଗୁଆଙ୍କ ନିଖୋଜ ଘଟଣାରେ ଥାନାରେ ଅଭିଯୋଗ ହେବାର ୫ ଦିନ ବିତି ଗଲାଣି । ଏବେ ସୁଦ୍ଧା ଅଭିଯୁକ୍ତ ପ୍ରେମିକ ଚକ୍ରଧର ଘଣାକୁ ଅଟକ ରଖି କୌଣସି କାର୍ଯ୍ୟାନୁଷ୍ଠାନ ନ ନେଉଥିବାରୁ ଖଣ୍ଡାଧାର ଆଞ୍ଚଳିକ ମହିଳା ସଂଗଠନ ଥାନା ସମ୍ମୁଖରେ ଆନ୍ଦୋଳନରେ ବସିଥିଲେ ।

ଏହାସହ ଘଟଣାର ସଠିକ୍ ତଦନ୍ତ କରି ସତ୍ୟାସତ୍ୟ ଉନ୍ମୋଚନ କରିବା ସହିତ ଦୋଷୀ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ନବାତଙ୍କ ପରିବାରକୁ ନ୍ୟାୟ ପ୍ରଦାନ ପାଇଁ ଥାନା ଅଧିକାରୀଙ୍କୁ ଦାବି ଜଣାଇଛନ୍ତି । ଆଗାମୀ ଦିନରେ ଯଦି ଏ ବିଷୟରେ କିଛି କାର୍ଯ୍ୟାନୁଷ୍ଠାନ ନ ହେଲେ ତେବେ ଥାନା ଘେରାଉ କରିବା ସହିତ ରାଜରାସ୍ତାରେ ଓହ୍ଲାଇବାକୁ ଚେତାବନୀ ଦେଇଛନ୍ତି । ଏ ବିଷୟରେ ଥାନା ଅଧିକାରୀଙ୍କୁ ପଚାରିବାରୁ କ୍ୟାମେରା ସାମ୍ନାରେ କୌଣସି ପ୍ରତିକ୍ରିୟା ଦେଇନଥିଲେ ।

   Related Posts