Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଓଭରବ୍ରିଜ୍ ଉପରେ ବିରାଟ ଗାତ, ବିପଦସଙ୍କୁଳ ଅବସ୍ଥାରେ ଚଳାଚଳ କରୁଛି ଯାନବାହାନ
  • ||
  • ମାଟି ଘରେ ଶୋଇଥିଲେ ବୃଦ୍ଧା, ହଠାତ ମାଡି ବସିଲା କାନ୍ଥ
  • ||
  • ମାତିଛନ୍ତି ହାତୀପଲ : ଜଳକ୍ରୀଡା ପରେ ଭାଙ୍ଗୁଛନ୍ତି ଘର, ନଷ୍ଟ କରୁଛନ୍ତି ଫସଲ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୬୨୮ କୋଭିଡ୍ ପଜିଟିଭ୍
  • ||
  • ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ପୂଜା, ଶିଳ୍ପନଗରୀରୁ ଗାଁ ଗହଳି ସବୁଠି ଉତ୍ସାହ
  • ||
  • ୭୧ ବର୍ଷରେ ପାଦ ଦେଲେ ପ୍ରଧାନମନ୍ତ୍ରୀ : ବିଜେପି କରୁଛି ୨୦ ଦିନିଆ ସେବା ସମର୍ପଣ ଅଭିଯାନ
  • ||
  • ଆଉ ଏକ ଲଘୁଚାପ : ୧୮ରୁ ବଢିବ ବର୍ଷା, ଉତ୍ତରରେ ଛେଚିବ
  • ||
  • ଭାଙ୍ଗିଗଲା ଓଭରବ୍ରିଜ୍‌ର ବିରାଟ ଖଣ୍ଡ, ୧୩ ଶ୍ରମିକ ଗୁରୁତର
  • ||
  • ଶୌଚ ପାଇଁ ଗଲା ବେଳେ ମାଡିଗଲା ଅଜଣା ଗାଡି, ୨ ମହିଳା ମୃତ
  • ||
  • ୧୨ ଘଣ୍ଟିଆ ସୁନ୍ଦରଗଡ ବନ୍ଦ, ଚକ-ଅଖ ସବୁ ଠପ୍
  • ||

ପଡିଆରେ ପଡିଛି ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ, ହତ୍ୟା ସନ୍ଦେହ

7/09/2020 at 10:13 AM

ଜଳେଶ୍ୱର ୦୭।୦୯: ଗାଁ ପଡ଼ିଆରେ ଜଣେ ମହିଳା ଅର୍ଦ୍ଧଦଗ୍ଧ ଅବସ୍ଥାରେ ମହିଳା ମୃତଦେହ ପଡିଥିବାର ଦେଖିବାକୁ ମିଳିଛି । ବାଲେଶ୍ଵର ଜିଲ୍ଲା ଭୋଗରାଇ ଥାନା ଅନ୍ତର୍ଗତ ବିଚିତ୍ରପୁର ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା ।

ମିଳିଥିବା ଖବରନୁଯାୟୀ, ବିଚିତ୍ରପୁର ବାତ୍ୟା ଆଶ୍ରୟ ସ୍ଥଳି ନିକଟରେ ଥିବା ଏକ ପଡ଼ିଆରେ ଜଣେ ମହିଳାଙ୍କ ମୃତଦେହ ପଡିଛି । ମୃତଦେହ ଅର୍ଦ୍ଧଦଗ୍ଧ ଅବସ୍ଥାରେ ପଡିଥିବାର ଗ୍ରାମବାସୀମାନେ ଦେଖିବାକୁ ପାଇଥିଲେ । ଏନେଇ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ପୋଲିସ ଖବର ପାଇଁ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି । ତେବେ ମହିଳା ଜଣଙ୍କ ସେହି ଗାଁ ମାର୍କଣ୍ଡ ଗାରୁଙ୍କ ସ୍ତ୍ରୀ ମଣି ଗାରୁ  ବୋଲି ସୂଚନା ମିଳିଛି । ତେବେ ଏଭଳି ଘଟଣା କିପରି ଘଟିଲା, ତାହାର ଛାନ୍‌ଭିନ୍‌ ଜାରି ରଖିଛି ପୋଲିସ ।

   Related Posts