Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୋଖରୀରୁ ମିଳିଲା ନିଖୋଜ ଶିଶୁକନ୍ୟାର ମୃତଦେହ, ହତ୍ୟା ସନ୍ଦେହ
  • ||
  • ଶିକାରୀ ଗିରଫ, ୬ ମୃତ ବିଦେଶୀ ପକ୍ଷୀ ଜବତ
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୭କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ସଂକ୍ରମିତ, ୧୦୪୮୬୮୩ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୬୨୧ ମୃତ
  • ||
  • ମଝି ସମୁଦ୍ରରେ ଦୁର୍ଘଟଣା, ଧକ୍କା ହେଲା ୨ ଜାହାଜ
  • ||
  • ବାତ୍ୟାର ରୂପ ନେବ ଲଘୁଚାପ ! ଅନୁମାନ ଲଗାଇଲାଣି ଆଇଏମଡି, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ବାଘ ଗଣନା ବେଳେ ମିଳିଲା ମୃତଦେହ, ହତ୍ୟା ନା ଆତ୍ମହତ୍ୟା !
  • ||
  • ଶୀତ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ, ବିରୋଧିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||

ମହିଳାଙ୍କୁ ଗାଁ ଦାଣ୍ଡରେ ନିର୍ମମ ହତ୍ୟା, ୨ଜଣ ଅଟକ !

7/03/2020 at 9:07 PM

ରାଇରଙ୍ଗପୁର ୦୭।୦୩: ମହିଳାଙ୍କୁ ନିର୍ମମ ହତ୍ୟା କରି ଗାଁର ଦାଣ୍ଡରେ ଫିଙ୍ଗିଦେଲେ ହତ୍ୟାକାରୀ । ମୟୁରଭଞ୍ଜ ଜିଲ୍ଲା ତିରିଂ ଥାନା ଡୋଲାଯୋଡି ଗାଁରେ ଘଟିଛି ଏପରି ନୃଶଂସ ଘଟଣା ମୃତକ ମହିଳା ଡୋଲାଯୋଡି ଗାଁର ମାଲୋ ଟୁଡୁ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଶନିବାର ଦିନ ମାଲୋ ଟୁଡୁଙ୍କ କ୍ଷତାକ୍ତ ଓ ଅର୍ଦ୍ଧଦଗ୍ଧ ମୃତଦେହ ଗାଁ ଲୋକ ଦେଖି ପରିବାରଲୋକ ଓ ପୋଲିସକୁ ଖବର ଦେଇଥିଲେ ।  ମହିଳାଙ୍କ ସ୍ବାମୀ ବାହାକୁ କାମ କରିବାକୁ ଯାଇଥିବା ବେଳେ ଏପରି ହତ୍ୟାକାଣ୍ଡ ହୋଇଥିବା ଅଭିଯୋଗ । ପୋଲିସ ଦୁଇ ଜଣଙ୍କୁ ଅଟକ ରଖି ପଚରାଉଚରା ଜାରି ରଖିଛି । ଘଟଣାସ୍ଥଳରେ ପୋଲିସ ଓ ସାଇଣ୍ଟିଫିକ୍‌ ଟିମ୍ ପହଞ୍ଚି ତଦନ୍ତ ଜାରି ରଖିଛି ।

   Related Posts