Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତରେ ପହଞ୍ଚିଲା ଓମିକ୍ରନ୍‌ ଭ୍ୟାରିଆଣ୍ଟ । କର୍ଣ୍ଣାଟକର ୨ ଜଣ ବ୍ୟକ୍ତି ଓମିକ୍ରନ୍‌ ଭ୍ୟାରିଆଣ୍ଟରେ ସଂକ୍ରମିତ
  • ||
  • ହଜିନି ମାନବିକତା, ପାଇଥିବା ସୁନା ଗହଣାକୁ ଫେରାଇଦେଲେ ଅଟୋ ଚାଳକ
  • ||
  • ଭୁବନେଶ୍ବର : STF ମୋଷ୍ଟ ୱାଣ୍ଟେଡ ଲିଷ୍ଟରେ ଅନୀଲ ପାଣ୍ଡି, ସୂଚନା ଦେଲେ ମିଳିବ ପୁରସ୍କାର
  • ||
  • ଭୁବନେଶ୍ବର : ୩ ନିର୍ବାହୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଓ ଜଣେ ଆରଆଇ ଚାକିରୀରୁ ବହିଷ୍କୃତ
  • ||
  • ନୂଆଦିଲ୍ଲୀ : ବାତ୍ୟା ଅପଡେଟ୍ : ୩ରୁ ଓଡିଶାରେ ବର୍ଷା, ୪ରେ ପବନର ବେଗ ଛୁଇଁବ ୯୦ କି.ମି.
  • ||
  • ନୂଆଦିଲ୍ଲୀ : ଶୁକ୍ରବାରଠୁ ରାଜଧାନୀରେ ସମସ୍ତ ସ୍କୁଲ ବନ୍ଦ, ଘୋଷଣା କଲେ କେଜ୍ରିଓ୍ୱାଲ୍‌ ସରକାର
  • ||
  • ବାଇକକୁ ପିଟିଲା ଜୁସ୍ ବୋଝେଇ ଟ୍ରକ୍, ୨ ଆରୋହୀ ମୃତ
  • ||
  • କଣ୍ଟାବାଞ୍ଜି : ମମିତା ମେହେର ହତ୍ୟାକାଣ୍ଡ ମାମଲା : ADG କୋର୍ଟରେ ଜାମିନ ଆବେଦନ କଲା ଗୋବିନ୍ଦ ସାହୁ
  • ||
  • ସାନଖେମୁଣ୍ଡି : ୩୦ ଏକର ଗଞ୍ଜେଇ ଚାଷ ନଷ୍ଟ କଲା ପ୍ରଶାସନ
  • ||
  • ଘାରିଛି ଓମିକ୍ରନ ବିପଦ : ବିଳମ୍ବିତ ହେବ ଟିମ୍ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ! ସମୟ ମାଗିଲା ବିସିସିଆଇ
  • ||

ଶିଳ୍ପପତି ମହିମା ମିଶ୍ରଙ୍କ ପତ୍ନୀ ବିୟୋଗ, ବିଭିନ୍ନ ମହଲରେ ଶୋକର ଛାୟା

23/07/2021 at 9:52 AM

କଟକ,୨୩/୦୭: ବିଶିଷ୍ଟ ଶିଳ୍ପପତି ମହିମା ନନ୍ଦ ମିଶ୍ରଙ୍କ ପତ୍ନୀ ମୀନତି ମିଶ୍ରଙ୍କର ପରଲୋକ ହୋଇଛି । ଓଡ଼ିଆ ବଜାର ସ୍ଥିତ ଘରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଖାନ୍‌ନଗର ଶ୍ମଶାନରେ ତାଙ୍କ ଶେଷକୃତ୍ୟ ସମ୍ପନ୍ନ କରାଯାଇଛି ।

ଏକ ଶୋଭାଯାତ୍ରାରେ ମରଶରୀରକୁ ଶ୍ମଶାନ ପର୍ଯ୍ୟନ୍ତ ଅଣାଯାଇଥିଲା । ସେଠାରେ ବଡ଼ ପୁଅ ଚନ୍ଦନ ମିଶ୍ର ମୁଖାଗ୍ନି ଦେଇଥିଲେ । ମୃତ୍ୟୁ ଖବର ପାଇବା ପରେ ସହରର ବହୁ ବଶିଷ୍ଟ ବ୍ୟକ୍ତି ଶେଷ ଦର୍ଶନ ପାଇଁ ଓଡ଼ିଆବଜାର ଘରେ ପହଞ୍ଚିଥିଲେ । ଶେଷକୃତ୍ୟ ବେଳେ ସ୍ୱାମୀ ମହିମାନନ୍ଦ ମିଶ୍ର ଓ ସାନ ପୁଅ ଚର୍ଚ୍ଚିତ ମିଶ୍ର ମଧ୍ୟ ଉପସ୍ଥିତ ଥିଲେ ।

ସ୍ୱର୍ଗତା ମୀନତି ଗତ କିଛି ଦିନ ଧରି ଅସୁସ୍ଥ ଥିଲେ ।ଗୁରୁବାର ସକାଳ ପ୍ରାୟ ୮ଟା ବେଳେ ତାଙ୍କର ପରଲୋକ ହୋଇଥିବା ସମ୍ପର୍କୀୟମାନେ ସୂଚନା ଦେଇଛନ୍ତି । ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି।

   Related Posts