Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଷ୍ଟେଟ୍ ବ୍ୟାଙ୍କ ଉପରେ କୋଟିଏ ଟଙ୍କାର ଫାଇନ ଲଗାଇଲେ ରିଜର୍ଭ ବ୍ୟାଙ୍କ, ସବୁଠୁ ବଡ ବ୍ୟାଙ୍କ ବିରୋଧରେ ଋଣ ନିୟମ ଉଲ୍ଲଙ୍ଘନ ଅଭିଯୋଗ
  • ||
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||

ମେକ୍ ଇନ୍ ଓଡ଼ିଶା କନ୍‌କ୍ଲେଭରେ ଘୋଷଣା ବନାମ ବାସ୍ତବତାକୁ ନେଇ ବିତର୍କ : 9pm Discussion (12.11.2018)

13/11/2018 at 1:26 AM

ଆଜିର ବିତର୍କ – ଘୋଷଣା ବନାମ ବାସ୍ତବତା ।
ମେକ୍ ଇନ୍ ଓଡ଼ିଶା କନକ୍ଲେଭରେ ରାଜ୍ୟ ସରକାର ଏବଂ ଦେଶର ବିଶିଷ୍ଟ ଶିଳ୍ପପତି ସାମ୍ନାସାମ୍ନି ଆଲୋଚନା କରିଛନ୍ତି । ଦେଶରେ ଅନୁଷ୍ଠିତ ଶିଳ୍ପ ସମ୍ମିଳନୀ ମଧ୍ୟରେ ଓଡ଼ିଶାରେ ହେଉଥିବା ଏହି କନକ୍ଲେଭ୍ ସବୁଠାରୁ ବଡ଼ ବୋଲି କୁହାଯାଉଛି । ଆଉ ଏଥିରୁ ପ୍ରାୟ ଅଢ଼େଇ ଲକ୍ଷ କୋଟି ଟଙ୍କାର ପୁଞ୍ଜି ବିନିଯୋଗର ସମ୍ଭାବନା ବର୍ତ୍ତମାନ ସୁଦ୍ଧା ସୃଷ୍ଟି ହୋଇଛି । ଗୋଟିଏ ମଞ୍ଚରେ ବଡ଼ ବଡ଼ ଶିଳ୍ପପତି । ଆକାଶ ଛୁଆଁ ଘୋଷଣା । ଅପାର ସମ୍ଭାବନା । ହେଲେ କଲକ୍ଲେଭର ଘୋଷଣା, ଗ୍ରାଉଣ୍ଡରେ କେତେ ବାସ୍ତବ ରୂପ ନେବ ତାକୁ ନେଇ ଚାଲିଛି ଜୋରସୋର୍ ବିତର୍କ ।

   Related Posts