Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚାଷୀଙ୍କ ଖାତାକୁ ଗଲା ‘କାଳିଆ’ ଟଙ୍କା, ଆକାଉଣ୍ଟକୁ ୯୧୦ କୋଟି ଟଙ୍କା ପଠାଇଲେ ମୁଖ୍ୟମନ୍ତ୍ରୀ
  • ||
  • ୫୦୦ ଲୋକଙ୍କୁ ନେଇ ଧୁମଧାମ୍‌ରେ ଚାଲିଥିଲା ବାହାଘର ଭୋଜି, ଚଢଉ କଲେ ତହସିଲଦାର…ଲାଗିଲା ମୋଟା ଅଙ୍କର ଫାଇନ୍
  • ||
  • ୩ ହଜାର ଲିଟର ମଦ ଜବତ, ୬୦ଟି ବସ୍ତାରେ ହେଉଥିଲା ଚାଲାଣ
  • ||
  • ନାଉ କିଆରୀରୁ ଜବତ ହେଲା ବିପୁଳ ପରିମାଣର ଗଞ୍ଜେଇ, ଜଣେ ଗିରଫ
  • ||
  • ଚେତୁ ନାହାଁନ୍ତି ଲୋକେ, ବିନିକା ବଜାରରେ କରୋନା କଟକଣା ବାଟବଣା
  • ||
  • ଚଣ୍ଡିଖୋଲ : ଧଳା ଜହର ରାକେଟ୍‌ର ପର୍ଦ୍ଦାଫାଶ କଲା ସଡକ ଦୁର୍ଘଟଣା, ଜବତ ହେଲା ୯ ଗ୍ରାମ୍ ବ୍ରାଉନସୁଗାର
  • ||
  • ଚଣ୍ଡିଖୋଲ : ଚଳିତ ବର୍ଷ ଫିକା ପଡିଛି ଇଦ୍, ଯାଜପୁରରେ ନିରାଡମ୍ବର ଭାବେ ପାଳିତ ହେଉଛି ଉଦ୍-ଉଲ୍-ଫିତର
  • ||
  • ତେଲକୋଇ : ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍, ସ୍ତ୍ରୀ ଗୁରୁତର, ସ୍ବାମୀ ଆହତ
  • ||
  • ନୂଆଦିଲ୍ଲୀ : ଆପ୍ ନେତା ଜରନେଲ୍ ସିଂହଙ୍କ କରୋନାରେ ଦେହାନ୍ତ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ କେଜରିଓ୍ବାଲ
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୨ଜଣଙ୍କ ଜୀବନ, ୨୨୭୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||

ମେକ୍ ଇନ ଓଡ଼ିଶା କନକ୍ସେଭ୍ ପାଇଁ ମୁମ୍ବାଇରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

8/08/2018 at 1:58 PM

ଭୁବନେଶ୍ଵର ୮/୮ : ରାଜ୍ୟକୁ ଶିଳ୍ପପତିଙ୍କୁ ଆକୃଷ୍ଟ ସହ ପୁଞ୍ଜିନିବେଶ ନେଇ ଆଜି ମୁମ୍ବାଇରେ ରୋଡ୍ ଶୋ କରିବେ ରାଜ୍ୟ ସରକାର । ଆଜି ସେ ବିଦେଶକଙ୍କ ସହ ବ୍ୟକ୍ତିଗତ ଭାବେ ଆଲେ।ଚନା କରିବାର କାର୍ଯ୍ୟକ୍ରମ ରହିଛି । ଏହାସହ ରେ।ଡ ସେ।ର ମଧ୍ୟ ଆୟେ।ଜନ କରାଯିବ । ନିବେଶକଙ୍କ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଥିବା ସୁବିଧା ସୁଯେ।ଗକୁ ନବୀନ ନିବେଶଙ୍କୁ ବୁଝାଇବେ । ଏହି ରେ।ଡ ସେ।ରେ ମୁଖ୍ୟମନ୍ତ୍ରୀ ସିଧାସଳଖ କଥା ହେବେ । ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ବରିଷ୍ଠ ପ୍ରତିନିଧିମଣ୍ଡଳୀ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ରହି ନିବେଶଙ୍କୁ ଭେଟି ବିଭିନ୍ନ ସ୍ତରରେ ଆଲେ।ଚନା କରାଯିବ । ଏହି ପ୍ରତିନିଧିମଣ୍ଡଳୀରେ ଶିଳ୍ପ ମନ୍ତ୍ରୀ ଅନନ୍ତ ଦାସ, ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସ।ଦ ପାଢ଼ୀ, ଉନ୍ନୟନ କମିଶନର ବାଲାକ୍ରିଷ୍ଣନ ଓ ଶିଳ୍ପ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୀବ ଚେ।ପ୍ରା ରହିବେ । ଆସନ୍ତା ୭ରୁ ୯ ମଧ୍ୟରେ ଏହି ପ୍ରତିନିଧି ଦଳ ବିଭିନ୍ନ ନିବେଶଙ୍କୁ ଭେଟିବେ । ଏହି ସମ୍ମିଳନୀରେ ୩ ଶହରୁ ଅଧିକ କମ୍ପାନି ଯେ।ଗ ଦେବେ ।

   Related Posts