ori homes
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ କମୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୨୧୨୪ କୋଭିଡ୍ ପଜିଟିଭ୍
  • ||
  • ରାଜ୍ୟରେ ହାରୁଛି କରୋନା, ୨୪ ଘଣ୍ଟାରେ ବାହାରିଲେ ୩ କୋଭିଡ୍ ପଜିଟିଭ୍
  • ||
  • ରାଇରଙ୍ଗପୁର: ଗୋରୁ ବେପାରୀଙ୍କୁ ଗୁଳିକରି ହତ୍ୟା, ୨୦ ଲକ୍ଷ ଲୁଟ୍‌
  • ||
  • ପୁରୀ : ବୁଧବାର ମହାପ୍ରଭୁଙ୍କ ବନକଲାଗି, ୪ ଘଣ୍ଟା ବନ୍ଦ ରହିବ ଦର୍ଶନ
  • ||

ଚେନ୍ନାଇରେ ମେକ୍ ଇନ୍ ଓଡ଼ିଶା ରୋଡ୍ ସୋ ଆରମ୍ଭ ,ପୁଂଜିନିବେଶ ପାଇଁ ଆହ୍ଵାନ ଦେଲେ ମୁଖ୍ୟମନ୍ତ୍ରୀ

26/09/2018 at 4:43 PM

ଭୁବନେଶ୍ଵର୨୬/୦୯- ଚେନ୍ନାଇରେ ମେକ୍ ଇନ୍ ଓଡ଼ିଶା ରୋଡ୍ ସୋ ଆରମ୍ଭ । ଏଥିରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମେକ୍ ଇନ୍ ଓଡ଼ିଶାରେ ସାମିଲ ହେବା ଲାଗି ଦେଶ ବିଦେଶର ନିବେଶକାରୀଙ୍କୁ ଆକୃଷ୍ଟ କରିବା ପାଇଁ ଏହି ରୋଡ୍ ସୋ ଆୟୋଜନ କରୁଛନ୍ତି ରାଜ୍ୟ ସରକାର । ଏଥିରେ ମୁଖ୍ୟମନ୍ତ୍ରୀଙ୍କ ସହ ବିଭିନ୍ନ ବିଭାଗର ଅଧିକାରୀ ସାମିଲ ହୋଇଛନ୍ତି । ପୂର୍ବରୁ ମୁମ୍ବାଇ ଏବଂ ଦିଲ୍ଲୀରେ ବି ରୋଡ୍ ସୋ କରିଛନ୍ତି ରାଜ୍ୟ ସରକାର ।

   Related Posts