Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ଘାଟିରେ ଓଲଟିଲା ମାଲ୍ ବୋଝେଇ ଟ୍ରକ୍, ଡ୍ରାଇଭର ଓ ହେଲପର୍ ଆହତ

22/05/2021 at 8:49 AM

ଜୟପୁର,୨୨/୦୫:  ଓଲଟିଲା ମାଲ ବୋଝେଇ ଟ୍ରକ । ଜୟପୁର- କୋରାପୁଟ ଘାଟି ୨୬ ନମ୍ବର ଜାତୀୟ ରାଜପଥରେ ଏକ ମାଲ ବୋଝେଇ ଟ୍ରକ ଭାରସାମ୍ୟ ହରାଇ ଓଲଟି ପଡିଛି । ଏହା ସିମେଣ୍ଟ ବୋଝେଇ ଟ୍ରକକୁ ପଛପଟୁ ଧକ୍କା ଦେଇ ଓଲଟି ପଡିଥିବା ସୂଚନା ମିଳିଛି।  

ଉଭୟ ଟ୍ରକ୍‌ର ଡ୍ରାଇଭର ଓ ହେଲପର ଆହତ ହୋଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି ।ସେପଟେ ଘଟଣା ସ୍ଥଳରେ ପୋଲିସ, ଓଡ୍ରାଫ ଟିମ ପହଁଚି ଉଦ୍ଧାରକାର୍ଯ୍ୟ ଜାରି ରଖିଛନ୍ତି। ଗତ ବୁଧବାର ଦିନ ମଧ୍ୟ ଠିକ୍ ଏହି ସ୍ଥାନରେ ଗ୍ୟାସ ବୋଝେଇ ଟ୍ରକ ଘାଟି ତଳକୁ ଖସି ପଡିଥିଲା । ଏଥିରେ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିଲା  ।

   Related Posts