Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରୋଞ୍ଚ ପଦକ ସହ ସ୍ଵଦେଶ ଫେରିଲେ ପିଭି ସିନ୍ଧୁ, ଦିଲ୍ଲୀ ଏୟାରପୋର୍ଟରେ ହେଲା ଭବ୍ୟ ସ୍ଵାଗତ
  • ||
  • ପାକିସ୍ତାନ ଉପରେ ଲାଗିଲା ଲଗାମ ! ମାର୍ଚ୍ଚରେ ଘଟିନାହିଁ ଗୋଟିଏ ବି ଅସ୍ତ୍ରବିରତି ଉଲ୍ଲଂଘନ ଘଟଣା, ଜୁନରେ କେବଳ ଦୁଇ
  • ||
  • ବୁଧବାରଠୁ ଭାରତ-ଇଂଲଣ୍ଡ ଟେଷ୍ଟ୍ ସିରିଜ୍ : ଟିମ୍ ଇଣ୍ଡିଆର ଜୋରଦାର ଅଭ୍ୟାସ, ଓପନିଂ ଯୋଡିକୁ ନେଇ ଚିନ୍ତାରେ ବିରାଟ
  • ||
  • କଟକ : କାଲିଠୁ ଖୋଲିବ କଟକ ଜିଲ୍ଲାରେ ସମସ୍ତ ଧର୍ମାନୁଷ୍ଠାନ, ଜିଲ୍ଲାପାଳ ଦେଲେ ସୂଚନା
  • ||
  • ପାଟଣା : ପାଟଣାରେ କଳା ପଲସର୍ ଆତଙ୍କ, ବାଇକ୍ ଡିକି ଭାଙ୍ଗି ଲୁଟିନେଲେ ୪ଲକ୍ଷ ଟଙ୍କା
  • ||
  • ଭୁବନେଶ୍ବର : ନିଜ ବନ୍ଧୁକରୁ ନିଜକୁ ଗୁଳିକଲେ ସିକ୍ୟୁରିଟି ଗାର୍ଡ, ପାରିବାରିକ କଳହ ଯୋଗୁଁ ଆତ୍ମହତ୍ୟା ସନ୍ଦେହ
  • ||
  • ବାଇକକୁ ଧକ୍କା ଦେଲା ଟ୍ରକ୍, ରାସ୍ତାରେ ଛଟଛଟ ହୋଇ ଚାଲିଗଲା ଭଣଜା, ହସ୍ପିଟାଲରେ ଆଖିବୁଜିଲା ମାମୁଁ…
  • ||
  • କଟକ : ତପ୍ତପାଣି ଘାଟିରେ ଦୁର୍ଘଟଣା, ଭାରସାମ୍ୟ ହରାଇ ଓଲଟିଲା ମକା ଓ କପା ବୋଝେଇ ଦୁଇ ଟ୍ରକ୍
  • ||
  • ଭୁବନେଶ୍ବର : ସିବିଏସ୍‌ଇ ଦ୍ବାଦଶ ପରୀକ୍ଷାରେ ଟପ୍ପର ହେଲେ ଓଡିଆ ଝିଅ ଅମ୍ରିତା
  • ||
  • ଆଠଗଡ : ଟିକା ନପାଇ ଫେରିଲେ ଲୋକେ, ୨ ଦିନ ଧରି ଆଠଗଡ ବ୍ଲକ୍ ଅଞ୍ଚଳରେ ଟିକଦାନ ବନ୍ଦ
  • ||

ରଙ୍ଗେଇଲୁଣ୍ଡାରେ ବିଧାୟକଙ୍କ ବୈଠକ

10/08/2020 at 10:37 PM

ବ୍ରହ୍ମପୁର୧୦/୮: ସୋମବାର ମାନ୍ୟବର ଗୋପାଳପୁର ବିଧାୟକ ଡ଼ଃ ପ୍ରଦୀପ କୁମାର ପାଣିଗ୍ରାହୀ ରଙ୍ଗେଇଲୁଣ୍ଡା ବ୍ଲକ ସଭା ଗୃହରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ କୁମାର ନାଗଭୁଷଣ, କନିସି ତହସିଲଦାର, ରଙ୍ଗେଇଲୁଣ୍ଡା ବ୍ଲକ ମେଡିକାଲ ଅଫିସର, ସିଡିପିଓ, ଗୋପାଳପୁର କାର୍ଯ୍ୟ ନିର୍ବାହୀ ଅଧିକାରୀ, ସମସ୍ତ ବ୍ଲକ ପ୍ରଶାସନ ଓ ବିଭିନ୍ନ ପଞ୍ଚାୟତର ସରପଞ୍ଚ, ସମିତି ସଭ୍ୟ, ଜିଲ୍ଲା ପରିଷଦ ମେମ୍ବର ସହିତ କୋଭିଡ୍‌ ପରିଚାଳନା ସମ୍ପର୍କରେ ଆଲୋଚନା କରିଥିଲେ ।

ଗୋପାଳପୁର ନିର୍ବାଚନ ମଣ୍ଡଳୀରେ କୋଭିଡ୍‌ ସଂକ୍ରମଣ ପାଇଁ ସରପଞ୍ଚମାନେ ଦକ୍ଷ ନେତୃତ୍ବ ନେଇ ଗୋପାଳପୁର ନିର୍ବାଚନ ମଣ୍ଡଳୀକୁ ଗ୍ରୀନ ଜୋନ କରିବା ପାଇଁ ଆହ୍ୱାନ ଦେଇଛନ୍ତି । ଗୋପାଳପୁର ଏନଏସି ଗ୍ରୀନ ଜୋନ ହେଇଥିବାରୁ ମାନ୍ୟବର ବିଧାୟକ ଗୋପାଳପୁର କାର୍ଯ୍ୟ ନିର୍ବାହୀ ଅଧିକାରୀ ଓ ତାଙ୍କ ସମସ୍ତ ଟିମ୍‌କୁ ଧନ୍ୟବାଦ ଅର୍ପଣ କରିଛନ୍ତି

   Related Posts