Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟଣା : ଛିଡିଲାନି ଭାଗବଣ୍ଟା, ଦୁଇ ପିସ୍ ମାଂସ ପାଇଁ ଆତ୍ମହତ୍ୟା କଲେ ଭଉଣୀ
  • ||
  • କଟକ : ରେଭେନ୍ସା ବିଶ୍ବବିଦ୍ୟାଳୟର ନୂତନ କୁଳପତି ହେଲେ ପ୍ରଫେସର ସଞ୍ଜୟ ନାୟକ
  • ||
  • ଭୁବନେଶ୍ବର : ନାବାଳିକା ଗଣଦୁଷ୍କର୍ମ ମାମଲା, ଅପ୍ରେଲ ୫ରେ ଚୂଡାନ୍ତ ଶୁଣାଣି
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୪ କୋଭିଡ୍ ସଂକ୍ରମିତ, ୩୩୪୦୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ମେ’ ରେ ହେବ କଂଗ୍ରେସର ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ, ସିଡବ୍ଲ୍ୟୁସି ବୈଠକ ପରେ ବଡ ଘୋଷଣା କଲା ଦଳ
  • ||
  • ହୁ ହୁ ହୋଇ ବଢୁଛି ତୈଳଦର, ମୁମ୍ବାଇରେ ୯୧ ଟଙ୍କା ଉପରେ ପେଟ୍ରୋଲ ଦାମ୍
  • ||
  • ରାଉରକେଲା : ନିଆଁ ପୁଇଁବା ହେଲା କାଳ, ଦଳିଦେଲା ଦନ୍ତା, ଚାଲିଗଲା ଜୀବନ
  • ||
  • ଝଲସିବ ଅର୍କ କ୍ଷେତ୍ର : ନୂଆ ରୂପ ପାଇବ କୋଣାର୍କ ସୂର୍ଯ୍ୟ ମନ୍ଦିର, ପର୍ଯ୍ୟଟକଙ୍କୁ ମିଳିବ ବିଶ୍ୱସ୍ତରୀୟ ସୁବିଧା
  • ||
  • ଆଜି ବସୁଛି କଂଗ୍ରେସର ସିଡବ୍ଲ୍ୟୁସି ବୈଠକ, ଅଧ୍ୟକ୍ଷ ନିର୍ବାଚନ ନେଇ ହେବ ଆଲୋଚନା !
  • ||
  • ଏଥର ନିଜ ସ୍କୁଲରେ ଛାତ୍ରଛାତ୍ରୀ ଦେବେ ମାଟ୍ରିକ ପରୀକ୍ଷା, ୨ ଘଣ୍ଟାରେ ଲେଖିବାକୁ ପଡିବ ଉତ୍ତର
  • ||

ମାଲକାନାଗିରି ଗୋବିନ୍ଦପାଲି ଘାଟିରେ ବସ ଦୁର୍ଘଟଣା,୧୫ରୁ ଅଧିକ ଗୁରୁତର

15/10/2018 at 6:06 PM

ମାଲକାନାଗିରି; ୧୫/୧୦- ମାଲକାନାଗିରି ଗୋବିନ୍ଦପାଲି ଘାଟିରେ ବସ ଦୁର୍ଘଟଣା ।ଚିତ୍ରକୋଣ୍ଡାରୁ ଜୟପୁର ଯାଉଥିବା ମହାବାହୁ ବସଟି ଭାରସମ୍ୟ ହରାଇ ଘାଟି ତଳକୁ ଖସିପଡ଼ିଥଲା ।ଦୁର୍ଘଟଣାରେ ଆହତ ବ୍ୟକ୍ତି ମାନଂକୁ ମାଥିଲି ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଛି ।ଘଟଣାରୁ ଜଣାଯାଇଛି ଯେ ଏଇ ବସରେ ଥିବା ଯାତ୍ରୀ ମାନଂକ ମଧ୍ୟରୁ ୧୫ ଜଣରୁ ଅଧିକ ଗୁରୁତର ଅଛନ୍ତି ।ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ ପହଂଚି ଉଦ୍ଧାରକାର୍ଯ୍ୟ ଚାଲୁ ରଖିଛି ।କେହି ମୃତାହତ ହେଇଥିବାର ସୂଚନା ମିଳିପାରି ନାହିଁ ।

   Related Posts