ମାଲବାହୀ ଟ୍ରେନ୍‌ରେ ଅଗ୍ନିକାଣ୍ଡ, କାରଣ ଅସ୍ପଷ୍ଟ

Published By : Prameya-News7 Bureau | April 29, 2020 IST

ବାଲେଶ୍ୱର ୨୯।୦୪: ମାଲବାହୀନ ଟ୍ରେନ୍‌ରେ ଅଗ୍ନିକାଣ୍ଡ । ବାଲେଶ୍ୱର ଷ୍ଟେସନରେ ମାଲବାହୀନ ଟ୍ରେନରେ ଅଗ୍ନିକାଣ୍ଡ ଘଟିଛି । ତେବେ ବର୍ତ୍ତମାନ ସୁଦ୍ଧା ଅଗ୍ନିକାଣ୍ଡ କାରଣ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବା ପାଇଁ ଉଦ୍ୟମ ଜାରି ରଖିଛି ।

{"id":261841,"sizeSlug":"large"}

ସୂଚନାଯୋଗ୍ୟ ଯେ, ବୁଧବାର ଦିନ ହଠାତ୍‌ ବାଲେଶ୍ୱର ଷ୍ଟେସନରେ ଏକ ମାଲବାହୀ ଟ୍ରେନ୍‌ରେ ନିଆଁ ଲାଗିଯାଇଥିଲା । ନିଆଁ ଲାଗିବା କଥା ଜାଣି ତୁରନ୍ତ ନିକଟସ୍ଥ ଅଗ୍ନିଶମ ବାହିନୀକୁ ଖବର ଦିଯାଇଥିଲା । ଏବଂ ଅଗ୍ନିଶମ ବାହିନୀ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବା ପାଇଁ ଉଦ୍ୟମ ଜାରି ରଖିଛି ।

{"id":261842,"sizeSlug":"large"}

ତେବେ ବର୍ତ୍ତମାନ ସୁଦ୍ଧା ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ମାଲବାହୀନ ଟ୍ରେନ୍‌ରେ କୋଇଲ ବୋଝେଇ ହୋଇଥିବା ଜଣାପଡିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.