Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଜି କରୋନାରୁ ଆରୋଗ୍ୟ ହେଲେ ୧୦୨୪୨, ଖୋର୍ଦ୍ଧାରୁ ସର୍ବାଧିକ
  • ||
  • ଅନ୍ତର୍ଜାତୀୟ କ୍ରିକେଟ୍‌କୁ ଫେରିବେ ନାହିଁ ଏବି ଡିଭିଲିୟର୍ସ, ସ୍ପଷ୍ଟ କଲା ଦକ୍ଷିଣ ଆଫ୍ରିକା କ୍ରିକେଟ୍ ବୋର୍ଡ
  • ||
  • ପିସିଆର ଭ୍ୟାନ୍ ଦେଖି ପୋଖରୀକୁ ଡେଇଁ ପଡିଲେ ଯୁବକ, ମିଳିଲା ମୃତଦେହ…
  • ||
  • ଧକ୍କା ଦେଲା କାର, ଚାଲିଗଲା ସାଇକେଲ ଆରୋହୀଙ୍କ ଜୀବନ
  • ||
  • ନଦୀରୁ ନାବାଳିକାଙ୍କ ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୧୧ ବର୍ଷ ପରେ ଗିରଫ ହେଲା ଦୁଃଶାସନ, ପାରୋଲରେ ଆସି ଫେରାର ହୋଇଯାଇଥିଲା
  • ||
  • ହୃଦରୋଗ ବିଶେଷଜ୍ଞ ଡକ୍ଟର କେ.କେ ଅଗ୍ରୱାଲଙ୍କ କରୋନାରେ ଦେହାନ୍ତ, ଦୀର୍ଘ ଦିନ ଧରି ଭେଣ୍ଟିଲେଟରରେ ଚାଲିଥିଲା ଚିକିତ୍ସା
  • ||
  • ଧୋନୀଙ୍କ ତଲଓ୍ୱାରବାଜୀ ଭିଡିଓ ଭାଇରାଲ ପରେ କମେଣ୍ଟ କଲେ ରବୀନ୍ଦ୍ର ଜାଡେଜା
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୨ଜଣଙ୍କ ଜୀବନ, ୨୩୫୭ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ଭାକସିନ୍ ନେବା ପରେ ଏହି ସବୁ ସାଇଡ୍ ଇଫେକ୍ଟ ଦିଏ ବିପଦର ସଙ୍କେତ, ହୋଇପାରେ ସାଙ୍ଘାତିକ : ସତର୍କ କଲେ କେନ୍ଦ୍ର ସରକାର
  • ||

ବଦଳିଲେ ମାଲକାନଗିରି ଜିଲ୍ଲାପାଳ ମନୀଷ ଅଗ୍ରଓ୍ବାଲ

16/11/2020 at 1:48 PM

ଭୁବନେଶ୍ବର ୧୬।୧୧: ବଦଳିଲେ ମାଲକାନଗିରି ଜିଲ୍ଲାପାଳ ମନୀଷ ଅଗ୍ରଓ୍ବାଲ । ମନୀଷ ଅଗ୍ରଓ୍ବାଲଙ୍କୁ ଯୋଜନା ଓ ସଂଯୋଜନା ବିଭାଗକୁ ବଦଳି କରାଯାଇଛି । ମନୀଷଙ୍କ ସ୍ଥାନରେ ଓ୍ବାଇ ବିଜୟଙ୍କୁ ମାଲକାନଗିରି ଜିଲ୍ଲା ଦାୟିତ୍ବ ।

ମାଲକାନଗିରି ଜିଲ୍ଲାପାଳଙ୍କ ପିଏ ଦେବ ନାରାୟଣ ପଣ୍ଡା ମୃତ୍ୟୁ ମାମଲାରେ ମନୀଷଙ୍କ ନାଁରେ ମାମଲା ରୁଜୁ ହୋଇଛି । ହତ୍ୟା ମାମଲା ରୁଜୁ କରି ମାଲକାନଗିରି ପୋଲିସ ତଦନ୍ତ ଆରମ୍ଭ କରିଛି । ପିଏ ପଣ୍ଡାଙ୍କ ମୃତ୍ୟୁ ଘଟଣାକୁ ୮ ମାସ ବିତି ଯାଇଥିଲେ ହେଁ ଏହି ଘଟଣାର ସବିଶେଷ ତଥ୍ୟ ପଦାକୁ ନଆସିବା ନେଇ କ୍ଷୋଭ ପ୍ରକାଶ କରିଛନ୍ତି ତାଙ୍କ ପରିବାର ଲୋକେ ।

   Related Posts