Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅଟୋକୁ ଧକ୍କା ଦେଲା କାର୍, ଜଣେ ମୃତ, ୪ ଗୁରୁତର
  • ||
  • ବାଇକ୍ ସହ ଧକ୍କା ହୋଇ ରାସ୍ତା କଡକୁ ଖସିଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ସେନେଗଲ୍‌ ଉପକୂଳ ସମୁଦ୍ରରେ ବୁଡ଼ିଗଲା ଶରଣାର୍ଥୀଙ୍କ ଡଙ୍ଗା: ୧୪୦ ଜଣଙ୍କ ମୃତ୍ୟୁ, ବଞ୍ଚିଗଲେ ୬୦
  • ||
  • ରାଜଧାନୀରୁ ଆଉ ୮୭ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୨୩୭
  • ||
  • ପୂର୍ବ ଗୋଦାବରୀରେ ଭାରସାମ୍ୟ ହରାଇ ଓଲଟିଲା ଭ୍ୟାନ୍, ୬ ଜଣଙ୍କ ମୃତ୍ୟୁ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ଯୁବକଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ୩୧ରେ ଆଉ ଏକ ଲଘୁଚାପ ! ଉତ୍ତର ଓ ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା
  • ||
  • ରାଉରକେଲା : ସ୍କର୍ପିଓ ଜାଳିଦେଲେ ଦୁର୍ବୃତ୍ତ, ଗାଡିରେ ଥିବା ୩ ଜଣଙ୍କୁ ନିସ୍ତୁକ ମାଡ
  • ||
  • ପରାଜୟ ଧାରା ଭାଙ୍ଗିଲା ଚେନ୍ନାଇ, ୬ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

ଏଥର ମତଦାନ କରିବେ ମାଲକାନଗିରି ଜିଲ୍ଲାର ଭିନ୍ନକ୍ଷମ ଭୋଟର : ଲୋକଙ୍କୁ ସଚେତନ କରୁଛନ୍ତି ଜିଲ୍ଲାପାଳ

8/04/2019 at 10:40 AM

ମାଲକାନଗିରି ୮/୪ : ମାଲକାନଗିର ଜିଲ୍ଲାରେ ଏଥର ସମସ୍ତ ଭୋଟର ମତଦାନ କରିବେ । ବାଦ ପଡିବେ ନାହିଁ ଭିନ୍ନକ୍ଷମ ଭୋଟର ଏମିତି ଏକ ବାର୍ତ୍ତା ନେଇ ଲୋକଙ୍କୁ ସଚେତନ କରାଇଛନ୍ତି ମାଲକାନଗିରି ଜିଲ୍ଲାପାଳ ।

ଜିଲ୍ଲାର ସମସ୍ତ ଭିନ୍ନକ୍ଷମ ଭୋଟରଙ୍କୁ ମତଦାନ କେନ୍ଦ୍ର ପର୍ଯ୍ୟନ୍ତ ଆଣିବା ଲାଗି ସ୍ବତନ୍ତ୍ର ବ୍ୟବସ୍ତା କରିଛି ମାଲକାନଗିରି ଜିଲ୍ଲା ପ୍ରଶାସନ ।

ସ୍ବତନ୍ତ୍ର ଗାଡିରେ ଭିନ୍ନକ୍ଷମ ବ୍ୟକ୍ତି ମାନଙ୍କ ମତଦାନ କେନ୍ଦ୍ର ପର୍ଯ୍ୟନ୍ତ ଆଣିବା ପରେ ସେମାନଙ୍କ ଲାଗି ପାନୀୟ ଜଳ ବ୍ୟବସ୍ତା ସହ ହୁଇଲ ଚେୟାର ମାଧ୍ୟରେ ସେମାନଙ୍କ ମତଦାନ କେନ୍ଦ୍ର ଭିତରେ ନିଆଯିବ ଏଥିପାଇଁ ସାଧାରଣ ଭୋଟରଙ୍କ ପରି ସେମାନଙ୍କୁ ଲମ୍ବା ଧାଡିରେ ମଧ୍ୟ ଠିଆ ହେବାକୁ ପଡିବ ନାହିଁ ।

   Related Posts