Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନାଲରୁ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର, ଗାଧୋଇବା ବେଳେ ନିଖୋଜ ହୋଇଯାଇଥିଲେ
  • ||
  • ହାତ ଛାଡିଲେ ପ୍ରଦୀପ ମାଝି, କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଦେଲେ ଇସ୍ତଫା
  • ||
  • ଟ୍ରକ୍‌କୁ ଧକ୍କା ଦେଲା ଯାତ୍ରୀବାହୀ ବସ୍, ୨ ମୃତ ଓ ୫ ଆହତ
  • ||
  • ବାଇକକୁ ଧକ୍କା ଦେଲା ଟ୍ରକ୍, ଜଣେ ମୃତ : କ୍ଷତିପୂରଣ ଦାବିରେ ଜାତୀୟ ରାଜପଥ ଅବରୋଧ
  • ||
  • ଶିଶୁଙ୍କୁ ଟିକା ପାଇଁ ପ୍ରସ୍ତୁତି ଆରମ୍ଭ, ଶୁକ୍ରବାର ସ୍ୱାସ୍ଥ୍ୟ ଅଧିକାରୀଙ୍କୁ ପ୍ରଶିକ୍ଷଣ ଦେବ କେନ୍ଦ୍ର
  • ||
  • ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ, ବିଏସକେଓ୍ୱାଇ ସ୍ମାର୍ଟ କାର୍ଡ ବଣ୍ଟନର କରିବେ ଶୁଭାରମ୍ଭ
  • ||
  • ୨୬ ଯାଏଁ ଶୁଖିଲା ପାଗ : ଧିରେଧିରେ କମିବ ରାତି ତାପମାତ୍ରା, ସକାଳେ କୁହୁଡି
  • ||
  • ମମିତା ମେହେର ହତ୍ୟା ଘଟଣା : ଭୋର୍‌ରେ ଡେମୋ ଦେଖାଇଲା ଅଭିଯୁକ୍ତ ଗୋବିନ୍ଦ ସାହୁ
  • ||

ଆଜିଠୁ ବଙ୍ଗରେ ପୁଣି ମମତା ରାଜ୍ : ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଦିଦି

5/05/2021 at 7:27 AM

ପଶ୍ଚିମବଙ୍ଗ ୫/୫ : ଆଜିଠୁ ବଙ୍ଗରେ ପୁଣି ଚାଲିବ ମମତା ରାଜ୍ । ତୃତୀୟ ଥରା ପାଇଁ ମିଖ୍ୟମନ୍ତ୍ରୀ ଭାବେ ଶପୁଥ ନେବେ ମମତା ବାନାର୍ଜୀ । ଦିନ ୧୧ଟି ରାଜଭବନ ପରିସରରେ ରହେବ ନିରାଡମ୍ୱର ଉତ୍ସବ । କୋଭିଡ ସ୍ଥିତିକୁ ଦେଖି ବେଶି ଲୋକଙ୍କୁ ଏଠିକୁ ଆମନ୍ତ୍ରଣ କରାଯାଇନି । ଉତ୍ସବକୁ ପୂର୍ବତନ ମୁଖ୍ୟମନ୍ତ୍ରୀ ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟଙ୍କୁ ନିମନ୍ତ୍ରଣ କରାଯାଇଥିଲା ।

ହେଲେ ଅସୁସ୍ଥତା କାରଣରୁ ସେ ଆସିପାରିବେନି ବୋଲି ଜଣାପଡିଛି । ସେହିପରି ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲିଙ୍କୁ ମଧ୍ୟ ନିମନ୍ତ୍ରଣ କରାଯାଇଛି । କୋଭିଡ ପାଇଁ ଏହି ଉତ୍ସବ ଅନ୍ୟ କୌଣସି ରାଜ୍ୟର ମୁଖ୍ୟମନ୍ତ୍ରୀ ଉପସ୍ଥିତ ରହିପାରିବେ ନାହିଁ । ସୂଚନା ଯୋଗ୍ୟ ଯେ, ରାଜ୍ୟରେ ବିପୁଳ ସଂଖ୍ୟାରେ ଜିତି ପୁଣିଥରେ ଆସନ ଦଖଲ କରିଛି ତୃଣମୂଳ । ସେମାନଙ୍କ ଦଖଲରେ ଏଥର ୨୧୩ଟି ଆସନ ରହିଛି ।

   Related Posts