Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପ୍ରତିରକ୍ଷା ରପ୍ତାନୀ କ୍ଷେତ୍ରରେ ମାଇଲ ଖୁଣ୍ଟ : ଫିଲିପାଇନ୍ସକୁ ଧୃବ ହେଲିକପ୍ଟର ବିକ୍ରି କରିବ ଭାରତ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୧୫୯ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୮କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୫ କରୋନା ସଂକ୍ରମିତ, ୧୦୫୦୯୫୫ରେ ପହଞ୍ଚିଲା ସଂଖ୍ୟା
  • ||
  • ବାୟୁସେନା ହେଲିକପ୍ଟର କ୍ରାସ୍‌ରେ ଓଡିଆ ଯବାନ ମୃତ, ତାଳଚେରରେ ରାଣା ପ୍ରତାପ ଦାସଙ୍କ ଘର
  • ||
  • ମାତିଲେ ମାଓବାଦୀ : ଜାଳିଲେ ଗାଡ଼ି, ସୁପରଭାଇଜରଙ୍କୁ କଲେ ଅପହରଣ
  • ||
  • ମୁହାଁମୁହିଁ ହେବେ ଶାସକ-ବିରୋଧି : ମମିତା ମେହେର ପ୍ରସଙ୍ଗରେ ବିଧାନସଭା ଘେରିବ ବିଜେପି
  • ||

ମମିତା ମେହେର ହତ୍ୟା ଘଟଣା : ହତ୍ୟାକାଣ୍ଡରେ ବ୍ୟବହୃତ ଜେସିବି ଜବତ, ସ୍କୁଟି ବି ପୋଲିସ ହେପାଜତରେ

1/11/2021 at 1:09 PM

କଣ୍ଟାବାଞ୍ଜି ୧।୧୧: କଳାହାଣ୍ଡି ଜିଲ୍ଲା ମହାଲିଙ୍ଗ୍ ସ୍ଥିତ ସନସାଇନ୍ ପବ୍ଲିକ୍ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟାକାଣ୍ଡରେ ବ୍ୟବହୃତ ହୋଇଥିବା ଜେସିବି ମେସିନକୁ ପୋଲିସ ଜବତ କରିଛି । ସେହିଭଳି ମମିତାଙ୍କ ସ୍କୁଟିକୁ ମଧ୍ୟ ସିନ୍ଧେକେଲା ପୋଲିସ ଜବତ କରିଛି ।

ମମିତା ମେହେର ହତ୍ୟାକାରୀ ଗୋବିନ୍ଦ ସାହୁ ଏବଂ ଜେସିବି ଡ୍ରାଇଭରକୁ ପୋଲିସ ପୂର୍ବରୁ ଗିରଫ କରିସାରିଛି । ବର୍ତ୍ତମାନ ସମୟରେ ଗିରଫ ଦୁଇ ଜଣଙ୍କୁ କଣ୍ଟାବାଞ୍ଜି ସବ୍ ଜେଲରେ ରଖାଯାଇଛି । ତେବେ ପୋଲିସ ଗିରଫ ଗୋବିନ୍ଦ ସାହୁଙ୍କ ପରିବାର ସଦସ୍ୟକୁ ଜେରା କରି ଅଧିକ ତଥ୍ୟ ହାସଲ କରିବାକୁ ଚେଷ୍ଟା ଜାରି ରଖିଛି ।

   Related Posts