Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରିଷ୍ଠ ସାମ୍ୱାଦିକ ବିନୋଦ ଦୁଆଙ୍କ ପରଲୋକ, କରୋନାରେ ହୋଇଥିଲେ ଆକ୍ରାନ୍ତ
  • ||
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||

ମମିତା ମେହେର ହତ୍ୟାକାଣ୍ଡ: ରାଧେର ଜାମିନ୍‌ ନାମଞ୍ଜୁର, ଲାଗିଲା ୩୦୨, ୨୦୧ ଓ ୩୪  ଦଫା

21/10/2021 at 6:58 PM

କଣ୍ଟାବାଞ୍ଜି, ୨୧/୧୦: ମମିତା ମେହେର ହତ୍ୟା ଘଟଣାରେ ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ଡ୍ରାଇଭର ରାଧେଶ୍ୟାମ ଚଣ୍ଡୀଙ୍କ ଜାମିନ ନାମଞ୍ଜୁର କରିଦେଇଛନ୍ତି କୋର୍ଟ । ୧୫ଦିନ ପାଇଁ ରାଧେକୁ ବିଚାର ବିଭାଗୀୟ ହାଜତକୁ ପଠାଇଛନ୍ତି ବଙ୍ଗୋମୁଣ୍ଡା JMFC । ରାଧେ ବିରୋଧରେ ଭାରତୀୟ ପିଙ୍ଗଳ ଧାରାର ୩୦୨, ୨୦୧, ୩୪  ଦଫା ଲଗାଯାଇଛି ।

ମହାଲିଙ୍ଗ୍ ସ୍ଥିତ ସନସାଇନ୍ ପବ୍ଲିକ୍ ସ୍କୁଲର ସଭାପତି ତଥା ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ଡ୍ରାଇଭର ରାଧେକୁ ଗିରଫ କରିଥିଲା ପୋଲିସ । ରାଧେକୁ ଗିରଫ କରି କୋର୍ଟ ଚଲାଣ କରିଥିଲା ବଲାଙ୍ଗୀର ପୋଲସ ।

ତେବେ ଅନ୍ୟ ଦୁଇ ଜଣ ଜେସିବି ଡ୍ରାଇଭର ପୁଷ୍କର ଭୋଇ ଓ ରାତ୍ର ଜଗୁଆଳୀ ଗୁପ୍ତେ ତାଣ୍ଡିକୁ ବଲାଙ୍ଗୀର ପୋଲିସ ରାଜ ସାକ୍ଷୀ କରିଥିବା ସୂତ୍ରରୁ ସୂଚନା ମିଳିଛି ।

   Related Posts