Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୦ କୋଭିଡ୍ ସଂକ୍ରମିତ, ୩୩୪୩୦୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୫ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କଳିଙ୍ଗ ଝୋଟ କାରଖାନାରେ ଅଘଟଣ, ମେସିନରେ ଚାପି ହୋଇ ଶ୍ରମିକ ମୃତ
  • ||
  • ଭଞ୍ଜନଗର : ଘରୋଇ କଳି ହେଲା କାଳ, ଦାଦାର ଛୁରାମାଡ଼଼ରେ ଝିଆରୀ ଆହତ
  • ||
  • ପୁରୀ : ଆଜି ଶ୍ରୀଜିଉଙ୍କ ଦର୍ଶନ ବନ୍ଦ, ଶ୍ରୀମନ୍ଦିର ଭିତରେ ଓ ବାହାରେ କରାଯାଉଛି ସାନିଟାଇଜ୍
  • ||
  • ବ୍ରିଜରେ ଝୁଲିଛି ଯାତ୍ରୀବାହୀ ବସ୍‌, ଅଳ୍ପକେ ବର୍ତ୍ତିଲେ ୫୦ରୁ ଅଧିକ ଯାତ୍ରୀ
  • ||
  • ଆଜିଠୁ ଖୋଲିଲା ଭିତରକନିକା, କୁମ୍ଭୀର ଗଣନା ପାଇଁ ଗତ ୧୫ ତାରିଖଠାରୁ ବନ୍ଦ ଥିଲା ଜାତୀୟ ଉଦ୍ୟାନ
  • ||

ଆଦିବାସୀ ନାବାଳିକାଙ୍କୁ ଦୁଷ୍କର୍ମ, ଅଭିଯୁକ୍ତ ଗିରଫ

13/12/2019 at 1:12 PM

ଭଦ୍ରକ ୧୩।୧୨: ଆଦିବାସୀ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ । ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଞ୍ଚଳର ଏହି ଘଟଣା ଘଟିଛି । ଦୁଷ୍କର୍ମ ପୀଡିତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ଭଦ୍ରକ ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ପୋଲିସ ଘଟଣାରେ ଛାନଭିନ୍ ଜାରି ରଖିଥିବା ବେଳେ ଅଭିଯୁକ୍ତ ନଣ୍ଡା ଦାସକୁ ଗିରଫ କରିଛି । ଅଭିଯୁକ୍ତର ଡାକ୍ତରୀ ମାଇନା କରାଯିବା ଏବଂ ପୀଡିତାଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଆସିଲେ ତାଙ୍କର ବୟାନ ରେକର୍ଡ କରାଯିବ ବୋଲି ପୋଲିସ ସୂତ୍ରରୁ ପ୍ରକାଶ ।  

   Related Posts