Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତରେ ପହଞ୍ଚିଲା ଓମିକ୍ରନ୍‌ ଭ୍ୟାରିଆଣ୍ଟ । କର୍ଣ୍ଣାଟକର ୨ ଜଣ ବ୍ୟକ୍ତି ଓମିକ୍ରନ୍‌ ଭ୍ୟାରିଆଣ୍ଟରେ ସଂକ୍ରମିତ
  • ||
  • ହଜିନି ମାନବିକତା, ପାଇଥିବା ସୁନା ଗହଣାକୁ ଫେରାଇଦେଲେ ଅଟୋ ଚାଳକ
  • ||
  • ଭୁବନେଶ୍ବର : STF ମୋଷ୍ଟ ୱାଣ୍ଟେଡ ଲିଷ୍ଟରେ ଅନୀଲ ପାଣ୍ଡି, ସୂଚନା ଦେଲେ ମିଳିବ ପୁରସ୍କାର
  • ||
  • ଭୁବନେଶ୍ବର : ୩ ନିର୍ବାହୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଓ ଜଣେ ଆରଆଇ ଚାକିରୀରୁ ବହିଷ୍କୃତ
  • ||
  • ନୂଆଦିଲ୍ଲୀ : ବାତ୍ୟା ଅପଡେଟ୍ : ୩ରୁ ଓଡିଶାରେ ବର୍ଷା, ୪ରେ ପବନର ବେଗ ଛୁଇଁବ ୯୦ କି.ମି.
  • ||
  • ନୂଆଦିଲ୍ଲୀ : ଶୁକ୍ରବାରଠୁ ରାଜଧାନୀରେ ସମସ୍ତ ସ୍କୁଲ ବନ୍ଦ, ଘୋଷଣା କଲେ କେଜ୍ରିଓ୍ୱାଲ୍‌ ସରକାର
  • ||
  • ବାଇକକୁ ପିଟିଲା ଜୁସ୍ ବୋଝେଇ ଟ୍ରକ୍, ୨ ଆରୋହୀ ମୃତ
  • ||
  • କଣ୍ଟାବାଞ୍ଜି : ମମିତା ମେହେର ହତ୍ୟାକାଣ୍ଡ ମାମଲା : ADG କୋର୍ଟରେ ଜାମିନ ଆବେଦନ କଲା ଗୋବିନ୍ଦ ସାହୁ
  • ||
  • ସାନଖେମୁଣ୍ଡି : ୩୦ ଏକର ଗଞ୍ଜେଇ ଚାଷ ନଷ୍ଟ କଲା ପ୍ରଶାସନ
  • ||
  • ଘାରିଛି ଓମିକ୍ରନ ବିପଦ : ବିଳମ୍ବିତ ହେବ ଟିମ୍ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ! ସମୟ ମାଗିଲା ବିସିସିଆଇ
  • ||

ପୂର୍ବ ଶତ୍ରୁତାକୁ ନେଇ ଯୁବକଙ୍କୁ ଆକ୍ରମଣ, ରକ୍ତ ଜୁଡୁବୁଡୁ ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି

2/11/2021 at 4:36 PM

ଭଞ୍ଜନଗର, ୦୨।୧୧: ଭଞ୍ଜନଗର ବସଷ୍ଟାଣ୍ଡ ନିକଟରେ ଜଣେ ଯୁବକକୁ ମରଣାନ୍ତକ ଆକ୍ରମଣ ହୋଇଛି । ଆକ୍ରମଣର ପ୍ରକୃତ କାରଣ ଜଣାପଡିନଥିବା ବେଳେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହି ଆକ୍ରମଣ ହୋଇଥିବା ଅନୁମାନ କରାଯାଉଛି । ବେଲଗୁଣ୍ଠା ମନଇଛା ସାହିର ସରୋଜ ପାତ୍ର କୌଣସି କାମରେ ଭଂଜନଗର ଆସିଥିବା ବେଳେ ବସ ଷ୍ଟାଣ୍ଡ ନିକଟରେ ଜଣେ ଯୁବକ ତାଙ୍କୁ ଅତର୍କିତ ଭାବେ ଏକ ଟ୍ରାକ୍ଟର ଗାଡିର ବେଲଚାରେ ଆକ୍ରମଣ କରି ସେଠାରୁ ଚମ୍ପଟ ମାରିଥିଲା। ଖବର ପାଇ ଭଂଜନଗର ପୋଲିସ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଭଂଜନଗର ମେଡ଼ିକାଲରେ ଭର୍ତ୍ତି କରି ଘଟଣାର ତଦନ୍ତ ଆରମ୍ଭ କରିଛି l

   Related Posts