Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯାଜପୁର : ପାଣିରେ ଭାସି ଯାଇଥିଲେ ବାପା-ପୁଅ, ଠାବ ହେଲା ମୃତଦେହ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ : ୨୪ ଘଣ୍ଟାରେ ବାହାରିଲେ ୫୮୦ କୋଭିଡ୍ ପଜିଟିଭ୍
  • ||
  • ଦେବୀ ଓ ମହାନଦୀରେ ବଢୁଛି ଜଳସ୍ତର, ଜଗତସିଂହପୁରରେ ବନ୍ୟା ସ୍ଥିତି
  • ||
  • ୧୮ରୁ ଲଘୁଚାପ, ୧୦ ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା
  • ||
  • ପୁରୀରୁ ଫେରିବା ବେଳେ ଓଲଟିଲା ବୋଲେରୋ, ୧୩ ଯାତ୍ରୀ ଆହତ
  • ||
  • ପୋଲ ଭାଙ୍ଗି ଗାଁରେ ପଶିଲା ପାଣି, ପଟ୍ଟାମୁଣ୍ଡାଇ ଅମୃତମଣୋହୀ ଛକରେ ଘାଇ
  • ||
  • ଗୁଣ୍ଡେରପୁର ବ୍ରିଜ୍ ଉପରେ ୩ ଫୁଟ୍ ପାଣି, ସମ୍ବଲପୁର-ସୋନପୁର ବିଛିନ୍ନ
  • ||

ଯୁବକଙ୍କ ଯୌନାଙ୍ଗ କାଟି ହତ୍ୟା ଉଦ୍ୟମ

10/05/2018 at 6:50 AM

ଯୁବକଙ୍କ ଯୌନାଙ୍ଗ କାଟି ହତ୍ୟା ଉଦ୍ୟମ । ବରଗଡ ଜିଲ୍ଲା ସଦର ଥାନା ଅନ୍ତର୍ଗତ ନିଲେଶ୍ବର ଗାଁର ଘଟଣା । ଆଜି ଅଶୋକ ବାରିକ ନାମକ ଜଣେ ଯୁବକଙ୍କ ଯୌନାଙ୍ଗ କାଟି ହତ୍ୟା ଉଦ୍ୟମ କରିଛନ୍ତି ସେହି ଗାଁର ସୁଦାମ ସାହୁ । ଅଶୋକଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ବରଗଡ ମୁଖ୍ୟ ଡାକ୍ତରଖାନା ପରେ ବୁର୍ଲା ସ୍ଥାନାନ୍ତର କରାଯାଇଛି । ପୋଲିସ ସୁଦାମ ସାହୁଙ୍କୁ ଅଟକ ରଖି ତଦନ୍ତ କରୁଛି । ଏହି ଘଟଣାରେ ଅଶୋକଙ୍କ ବଡ ଭାଇ ଓ ଭାଉଜଙ୍କୁ ମଧ୍ୟ ଡାକି ପଚରା ଉଚରା କରୁଛି ପୋଲିସ । ପରକୀୟା ପ୍ରିତୀ କିମ୍ବା ପାରିବାରିକ କଳହରୁ ତାଙ୍କୁ ହତ୍ୟା ଉଦ୍ୟମ କରାଯାଇଥିବା ପ୍ରାଥମିକ ତଦନ୍ତରୁ ପୋଲିସ କହିଛି।

Leave a Reply

   Related Posts