Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ବଲପୁର : ଗୋଶାଳା କଲପଡାରେ ଖାଲରେ ଖସିପଡି ୨ ଶିଶୁ ମୃତ
  • ||
  • ଢେଙ୍କାନାଳ : ଭିଜିଲାନ୍ସ ଜାଲରେ ଥାନା ଅଧିକାରୀ, ଯୌତୁକ ମାମଲାରେ ଦଫା କାଟିବାକୁ ନେଉଥିଲେ ୬ହଜାର ଟଙ୍କା
  • ||
  • ନବରଙ୍ଗପୁର : କୁନ୍ଦେଇ ସରପଞ୍ଚ ନିଲମ୍ବିତ, ଭାରତମାଳା ଯୋଜନାକୁ ବିରୋଧ କରିବାରୁ କାର୍ଯ୍ୟାନୁଷ୍ଠାନ
  • ||
  • ୨ ଦିନିଆ କନ୍ଧମାଳ ଗସ୍ତରେ ଶିଶୁ ସୁରକ୍ଷା ଅଧିକାର ଅଧ୍ୟକ୍ଷା
  • ||
  • ବ୍ରହ୍ମପୁର : ବ୍ରହ୍ମପୁର ଫାଷ୍ଟଗେଟ୍ ଅଞ୍ଚଳରୁ ଜଣଙ୍କ ମୃତଦେହ ଠାବ, ହତ୍ୟା ସନ୍ଦେହ
  • ||
  • ନୀଳଗିରି: ହାତୀ ଆତଙ୍କରେ ଅଞ୍ଚଳବାସୀ
  • ||
  • ମାଲକାନଗିରି : ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ, ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ
  • ||
  • କେନ୍ଦୁଝର : ବାଇକ୍ ଧକ୍କାରେ ଜଣେ ଗୁରୁତର, ମେଡିକାଲରେ ଭର୍ତ୍ତି
  • ||

ସୋସିଆଲ ମିଡିଆର ପ୍ରଭାବ ; ପିଲାଚୋର ସନ୍ଦେହରେ ଯୁବକଙ୍କୁ ନିର୍ଧୁମ ମାଡ

27/05/2018 at 8:54 AM

ନୟାଗଡରେ ସୋସିଆଲ ମିଡିଆର ପ୍ରଭାବ
ପିଲାଚୋର ସନ୍ଦେହରେ ଯୁବକଙ୍କୁ ନିର୍ଧୁମ ମାଡ
ନୟାଗଡ ସହର ଖଣ୍ଡପଡା ରୋଡ ନିକଟ ଘଟଣା
ଖବର ପାଇ ଯୁବକଙ୍କୁ ଉଦ୍ଧାର କଲା ଟାଉନ ଥାନା ପୋଲିସ
ଉଦ୍ଧାର ଯୁବକ ଗଣିଆର ପ୍ରଭାକର ସାହୁ
ପ୍ରଭାକର ନୟାଗଡରେ ରହି ପାଠ ପଢୁଥିଲେ
ଗତ କିଛିଦିନ ହେବ ବିଭିନ୍ନ ସ୍ଥାନରେ ପିଲାଚୋର ଆତଙ୍କ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର ଧରିଛି

Leave a Reply

   Related Posts