Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯାଜପୁର : ପାଣିରେ ଭାସି ଯାଇଥିଲେ ବାପା-ପୁଅ, ଠାବ ହେଲା ମୃତଦେହ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ : ୨୪ ଘଣ୍ଟାରେ ବାହାରିଲେ ୫୮୦ କୋଭିଡ୍ ପଜିଟିଭ୍
  • ||
  • ଦେବୀ ଓ ମହାନଦୀରେ ବଢୁଛି ଜଳସ୍ତର, ଜଗତସିଂହପୁରରେ ବନ୍ୟା ସ୍ଥିତି
  • ||
  • ୧୮ରୁ ଲଘୁଚାପ, ୧୦ ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା
  • ||
  • ପୁରୀରୁ ଫେରିବା ବେଳେ ଓଲଟିଲା ବୋଲେରୋ, ୧୩ ଯାତ୍ରୀ ଆହତ
  • ||
  • ପୋଲ ଭାଙ୍ଗି ଗାଁରେ ପଶିଲା ପାଣି, ପଟ୍ଟାମୁଣ୍ଡାଇ ଅମୃତମଣୋହୀ ଛକରେ ଘାଇ
  • ||
  • ଗୁଣ୍ଡେରପୁର ବ୍ରିଜ୍ ଉପରେ ୩ ଫୁଟ୍ ପାଣି, ସମ୍ବଲପୁର-ସୋନପୁର ବିଛିନ୍ନ
  • ||

କାମ କରୁନି ଆଡ଼ଭାଇଜରୀ ; ପିଲାଚୋରା ସନ୍ଦେହରେ ଯୁବକଙ୍କୁ ନିସ୍ତୁକ ମାଡ

3/06/2018 at 11:01 AM

କାମ କରୁନି ଆଡ଼ଭାଇଜରୀ ; ପିଲାଚୋରା ସନ୍ଦେହରେ ଯୁବକଙ୍କୁ ନିସ୍ତୁକ ମାଡ
ଜଳେଶ୍ୱର ହସିମପୁରରେ ପିଲାଚୋରା ସନ୍ଦେହରେ ଯୁବକଙ୍କୁ ନିସ୍ତୁକ ମାଡ ମାରିଛନ୍ତି ସ୍ଥାନୀୟ ଲୋକେ | ରାତି 12 ଟା ରୁ ସକାଳ ୬ଟା ଯାଏଁ ପିଟିଲେ ଲୋକେ | ଆହତ ଯୁବକ ଖଳମୁହାଁ ଗାଁର ସାର୍ଟ ଗିରି | ଗୁରୁତର ଯୁବକକୁ ଉଦ୍ଧାର କରିଛି ପୋଲିସ |

Leave a Reply

   Related Posts