Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୪ କ୍ବିଣ୍ଟାଲ ୬୦ କେଜି ଚନ୍ଦନ କାଠ ଜବତ: ଆନୁମାନିକ ମୂଲ୍ୟ ୭୦ ଲକ୍ଷ ଟଙ୍କାରୁ ଅଧିକ
  • ||
  • ଜଳେଶ୍ବର: ବିଶାଖା ଏଗ୍ରୋ ସୋରୁମ୍ ଆଗରେ ଚାଷୀମାନଙ୍କ ପକ୍ଷରୁ ଆମରଣ ଅନଶନ
  • ||
  • ଅପରାହ୍ନରେ ସ୍ଥଳଭାଗ ଛୁଇଁବ ‘ବୁରେଭି’ : କେରଳ-ତାମିଲନାଡୁର କିଛି ଜିଲ୍ଲାରେ ଛୁଟି ଘୋଷଣା, ବିମାନବନ୍ଦର ବନ୍ଦ
  • ||
  • ଜଗତପୁର : ଧାନ କଟାଳୀଙ୍କୁ ଶୁଣ୍ଢରେ କଚାଡି ମାରିଲା ହାତୀ
  • ||
  • ବାଲେଶ୍ବର ଓ ମୟୁରଭଞ୍ଜରେ ମୃଦୁ ଭୂକମ୍ପ ଝଟ୍‌କା ଅନୁଭୂତ
  • ||
  • ଆଜି ପ୍ରଥମ ଟି୨୦ : ଅଷ୍ଟ୍ରେଲିଆକୁ କଡା ଟକ୍କର ଦେବ ଭାରତ, ଓ୍ୱାର୍ଣ୍ଣରଙ୍କ ଅନୁପସ୍ଥିତିର ଫାଇଦା ନେବ ବିରାଟ ବାହିନୀ
  • ||
  • ଜି.ଉଦୟଗିରି : ନାବାଳିକା ଝିଅକୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତକୁ ଗିରଫ କଲା ପୋଲିସ
  • ||
  • ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର: ପ୍ରାଥମିକ ତଦନ୍ତରୁ ହତ୍ୟା ସନ୍ଦେହ
  • ||
  • ପୋଲିସ୍‌ ଏବଂ ଜୁଆ ଆଡ୍ଡା ମାଲିକଙ୍କ କଥାବାର୍ତ୍ତାର ଅଡିଓ କଲ ଭାଇରାଲ
  • ||
  • ହାଇଦ୍ରାବାଦ ମ୍ୟୁନିସିପାଲ କର୍ପୋରେସନ ନିର୍ବାଚନ : ଏବେସୁଦ୍ଧା ଆଗରେ ବିଜେପି, ପଛରେ ଟିଆରଏସ ଓ ଏଆଇଏମଆଇଏମ
  • ||

ନିର୍ବାଚନ ପୂର୍ବରୁ ହିଂସାକାଣ୍ଡ, ସଂଘବଦ୍ଧ ଆକ୍ରମଣରେ ବିଜେପି କର୍ମୀଙ୍କ ମୃତ୍ୟୁ

18/04/2019 at 8:59 AM

ଭଞ୍ଜନଗର ୧୮|୪:  ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ ଭଞ୍ଜନଗରରେ ହିଂସାକାଣ୍ଡ ଦେଖିବାକୁ ମିଳିଛି । ରାଜନୈତିକ ଶତ୍ରୁତାରୁ ଜଣଙ୍କୁ ହତ୍ୟା କରାଯାଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନା ଅନୁସାରେ ଗଞ୍ଜାମ ଜିଲ୍ଲା ସୋରଡା ଥାନା ଅନ୍ତର୍ଗତ କଦଳୀଝୋଳା ଗାଁରେ ବିଜେପି କର୍ମୀ ସନ୍ତୋଷ ପତିଙ୍କୁ ହତ୍ୟା କରାଯାଇଛି । ଗତକାଲି ବିଳମ୍ବିତ ରାତିରେ ସନ୍ତୋଷଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କରାଯାଇଥିଲା । ତାଙ୍କୁ ଗୁରୁତର ଅବସ୍ଥାରେ ଭଞ୍ଜନଗର ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କର ମୃତ୍ୟୁ ହୋଇଛି ।

ସନ୍ତୋଷଙ୍କ ମୃତ୍ୟୁ ପ୍ରତିବାଦରେ ଲାଠିପୋଡାଠାରେ ଉତ୍ତେଜନା ଜାରି ରହିଛି। ଉତ୍ତ୍ୟକ୍ତ ଗ୍ରାମବାସୀ ଓ ବିଜେପି କର୍ମୀ ରାସ୍ତା ଅବରୋଧ କରିଥିଲେ । ଘଟଣାସ୍ଥଳରେ ସୋରଡା ପୋଲିସର ତଦନ୍ତ ଆରମ୍ଭ କରିଛି ।

   Related Posts