Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମହାରାଷ୍ଟ୍ର : ଭାରସାମ୍ୟ ହରାଇ ୩୦ ଫୁଟ ଖାଇକୁ ଖସିଲା ବସ୍, ୫ ଜଣଙ୍କ ମୃତ୍ୟୁ, ୩୫ ଆହତ
  • ||
  • କାର୍ଯ୍ୟରେ ଅବହେଳା ପାଇଁ ନିଲମ୍ବିତ ହେଲେ ଗୁଣୁପୁର ତହସିଲଦାର
  • ||
  • ଚେନ୍ନାଇ ସୁପରକିଙ୍ଗ୍ସକୁ ବଡ ଝଟକା, ଆହତ କାରଣରୁ ଆଇପିଏଲ୍‌ର ବାକି ମ୍ୟାଚ୍‌ରୁ ବାଦ୍ ପଡିଲେ ଡ୍ଵେନ ବ୍ରାଭୋ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୯୩୧ କରୋନା ସଂକ୍ରମିତ ଚିହ୍ନଟ
  • ||
  • ୧୨କୋଟି ଟଙ୍କାର ଜିଏସ୍‌ଟି ଠକେଇ ଅଭିଯୋଗ, ବିଭାଗ ପକ୍ଷରୁ ଛାନ୍‌ଭିନ୍‌ ଆରମ୍ଭ
  • ||
  • ବିଜାପୁରରେ ଏନ୍‌କାଉଣ୍ଟର : ଜଣେ ନକ୍ସଲ ନିହତ, ୨ ଯବାନ ଆହତ
  • ||
  • ମାଓବାଦୀଙ୍କ ବର୍ବର କାଣ୍ଡ , ପୋଲିସ ଇନଫର୍ମର ସନ୍ଦେହରେ ଘରୁ ଡାକି ନେଇ ହତ୍ୟା
  • ||

ଶୀତଳଷଷ୍ଠୀରେ ଶିବ ବିବାହ ଦେଖିବାକୁ ଯାଇ ହତ୍ୟା

18/06/2018 at 6:21 AM

ବୌଦ୍ଧ ମନମୁଣ୍ଡା ଥାନା ଦେଉଳି ଛକ ନିକଟରେ ବୀଭତ୍ସ ହତ୍ୟାକାଣ୍ଡ । ମୃତକ ହେଲେ ଭୀମ ସେଠୀ । ଗତକାଲି ଶୀତଳଷଷ୍ଠୀରେ ଶିବ ବିବାହ ଦେଖିବାକୁ ଦେଉଳି ଯାଇଥିଲେ ଭୀମ । ତେବେ ସକାଳୁ ତାଙ୍କ ରକ୍ତାକ୍ତ ମୃତ ଦେହ ମିଳିଛି । ଶାବଳ ଓ ଟାଙ୍ଗିଆରେ ତାଙ୍କୁ କେହି ହାଣି ଦେଇଥିବା ଜଣା ପଡିଛି । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ମନମୁଣ୍ଡା ପୋଲିସ ତଦନ୍ତ କରୁଛି ।

   Related Posts