ମନ୍ଦିରରେ ଅଧିଆ ପଡିଥିବା ବ୍ୟକ୍ତିଙ୍କ ଆତ୍ମହତ୍ୟା
22/05/2019 at 12:33 PM

ଟାଙ୍ଗୀ ୨୨|୫: ମାନସିକ ବ୍ରତ ରଖି ଅଧିଆ ପଡିଥିବା ଜଣେ ବ୍ୟକ୍ତି ମନ୍ଦିର ପରିସରରେ ଥିବା ଏକ ଆମ୍ବ ଗଛରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି । ଖୋର୍ଦ୍ଧା ଜିଲ୍ଲାର ଟାଙ୍ଗୀ ଗ୍ରାମର ପ୍ରସିଦ୍ଧ ଶୈବ ପୀଠ ଶ୍ରୀଶ୍ରୀ ବିଲବାଲୁଙ୍କେଶ୍ବର ମନ୍ଦିର ପରିସରରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଟାଙ୍ଗୀ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି । ମୃତକ ଜଣକ ଟାଙ୍ଗୀ ଥାନା ପାଣିଦୁଆର ଗ୍ରାମର ଗଙ୍ଗାଧର ବେହେରା । ପ୍ରାୟ ୨୧ ଦିନ ଧରି ସେ ଅଧିଆ ପଡିଥିବା ସୂଚନା ମିଳିଛି ।
Related Posts
ବଜାରରୁ ଫେରିବା ବେଳେ ଚାଲିଗଲା ଜୀବନ
24 January 2021
ଲୁଟେରାଙ୍କୁ କାବୁ କରି ନିର୍ଧୁମ ଛେଚିଲେ ସ୍ଥାନୀୟ ଲୋକେ
24 January 2021
ଝାରସୁଗୁଡା: ବୈଠକରେ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଲା କଂଗ୍ରେସ
24 January 2021
ମନ୍ତ୍ରୀଙ୍କ ବଡ ଘୋଷଣା: ଅଙ୍ଗନୱାଡି କର୍ମୀଙ୍କୁ ମିଳିବ ମୋବାଇଲ୍ ଫୋନ୍
24 January 2021