Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅଟୋକୁ ଧକ୍କା ଦେଲା କାର୍, ଜଣେ ମୃତ, ୪ ଗୁରୁତର
  • ||
  • ବାଇକ୍ ସହ ଧକ୍କା ହୋଇ ରାସ୍ତା କଡକୁ ଖସିଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ସେନେଗଲ୍‌ ଉପକୂଳ ସମୁଦ୍ରରେ ବୁଡ଼ିଗଲା ଶରଣାର୍ଥୀଙ୍କ ଡଙ୍ଗା: ୧୪୦ ଜଣଙ୍କ ମୃତ୍ୟୁ, ବଞ୍ଚିଗଲେ ୬୦
  • ||
  • ରାଜଧାନୀରୁ ଆଉ ୮୭ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୨୩୭
  • ||
  • ପୂର୍ବ ଗୋଦାବରୀରେ ଭାରସାମ୍ୟ ହରାଇ ଓଲଟିଲା ଭ୍ୟାନ୍, ୬ ଜଣଙ୍କ ମୃତ୍ୟୁ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ଯୁବକଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ୩୧ରେ ଆଉ ଏକ ଲଘୁଚାପ ! ଉତ୍ତର ଓ ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା
  • ||
  • ରାଉରକେଲା : ସ୍କର୍ପିଓ ଜାଳିଦେଲେ ଦୁର୍ବୃତ୍ତ, ଗାଡିରେ ଥିବା ୩ ଜଣଙ୍କୁ ନିସ୍ତୁକ ମାଡ
  • ||
  • ପରାଜୟ ଧାରା ଭାଙ୍ଗିଲା ଚେନ୍ନାଇ, ୬ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବ୍ୟକ୍ତିଙ୍କ ହାତ ଓ ଗୋଡ କାଟିଲେ ଦୁର୍ବୃତ୍ତ

22/05/2019 at 3:06 PM

ବୌଦ୍ଧ ୨୨|୫: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ବ୍ୟକ୍ତିଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ବ୍ୟକ୍ତି ଜଣଙ୍କର ହାତ ଗୋଡ କାଟିଦେଇଛନ୍ତି ଦୁର୍ବୃତ୍ତ । ଗୁରୁତର ବ୍ୟକ୍ତି ସୋନପୁର ମେଡିକାଲରେ ଭର୍ତ୍ତି ହୋଇଛନ୍ତି ।

ସୂଚନାଯୋଗ୍ୟ ଯେ, ବୌଦ୍ଧ ଜିଲ୍ଳା ଖମାର ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗାଁର ସୁରେନ୍ଦ୍ର ଖେତିଙ୍କୁ ଦୁର୍ବୃତ୍ତମାନେ ଆକ୍ରମଣ କରିଛନ୍ତି । ଆକ୍ରମଣରେ ସୁରେନ୍ଦ୍ର ଖେତି ଗୁରୁତର ହୋଇଛନ୍ତି । ଗୁରୁତର ଅବସ୍ଥାରେ ସୁରେନ୍ଦ୍ରଙ୍କୁ ସୋନପୁର ମେଡିକାଲରେ ଭର୍ତ୍ତି କରାଯାଇଛି । ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

   Related Posts