Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମହାରାଷ୍ଟ୍ର : ଭାରସାମ୍ୟ ହରାଇ ୩୦ ଫୁଟ ଖାଇକୁ ଖସିଲା ବସ୍, ୫ ଜଣଙ୍କ ମୃତ୍ୟୁ, ୩୫ ଆହତ
  • ||
  • କାର୍ଯ୍ୟରେ ଅବହେଳା ପାଇଁ ନିଲମ୍ବିତ ହେଲେ ଗୁଣୁପୁର ତହସିଲଦାର
  • ||
  • ଚେନ୍ନାଇ ସୁପରକିଙ୍ଗ୍ସକୁ ବଡ ଝଟକା, ଆହତ କାରଣରୁ ଆଇପିଏଲ୍‌ର ବାକି ମ୍ୟାଚ୍‌ରୁ ବାଦ୍ ପଡିଲେ ଡ୍ଵେନ ବ୍ରାଭୋ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୯୩୧ କରୋନା ସଂକ୍ରମିତ ଚିହ୍ନଟ
  • ||
  • ୧୨କୋଟି ଟଙ୍କାର ଜିଏସ୍‌ଟି ଠକେଇ ଅଭିଯୋଗ, ବିଭାଗ ପକ୍ଷରୁ ଛାନ୍‌ଭିନ୍‌ ଆରମ୍ଭ
  • ||
  • ବିଜାପୁରରେ ଏନ୍‌କାଉଣ୍ଟର : ଜଣେ ନକ୍ସଲ ନିହତ, ୨ ଯବାନ ଆହତ
  • ||
  • ମାଓବାଦୀଙ୍କ ବର୍ବର କାଣ୍ଡ , ପୋଲିସ ଇନଫର୍ମର ସନ୍ଦେହରେ ଘରୁ ଡାକି ନେଇ ହତ୍ୟା
  • ||

ଅଖା ଭିତରୁ ବ୍ୟକ୍ତିଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

28/06/2019 at 11:08 AM

ପଟ୍ଟାମୁଣ୍ଡାଇ ୨୮|୬: ଅଖା ଭିତରୁ ଜଣେ ବ୍ୟକ୍ତିଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ ଉଦ୍ଧାର ହୋଇଛି । କେନ୍ଦ୍ରାପଡା ଜିଲ୍ଲା ରାଜନଗର କାଠୁଆ ଗଣ୍ଡ ଲୁଣା ଘେରି ନିକଟରୁ ମୃତଦେହ ମିଳିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନାଯୋଗ୍ୟ ଯେ, କେନ୍ଦ୍ରାପଡା ଜିଲ୍ଲା ରାଜନଗର କାଠୁଆ ଗଣ୍ଡ ଲୁଣା ଘେରି ନିକଟରେ ଅଖା ଭିତରେ ଜଣେ ବ୍ୟକ୍ତିଙ୍କ ମୃତଦେହ ଗ୍ରାମବାସୀ ଦେଖିଥିଲେ । ମୃତଦେହ ଦେଖିବା ପରେ ଗ୍ରାମବାସୀ ପୋଲିସକୁ ଖବର ଦେଇଥିଲେ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି । ତେବେ କେହି ଦୁର୍ବୁତ୍ତ ହତ୍ୟା କରି ଅଖାରେ ବାନ୍ଧି ଫୋପାଡି ଦେଇଥିବା ସନ୍ଦେହ କରାଯାଉଛି ।

   Related Posts