Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚମକିଲେ ଆୟର-ତ୍ରିପାଠୀ, ଏମଆଇକୁ ୭ ଓ୍ବିକେଟ୍‌ରେ ମାତ୍‌ ଦେଲା କେକେଆର
  • ||
  • ଭୁବନେଶ୍ବର : ଜଳଦ କୁମାର ତ୍ରିପାଠୀ ହେଲେ ମୁଖ୍ୟ ସୂଚନା କମିଶନର, ନିଯୁକ୍ତିକୁ ଅନୁମୋଦନ କଲେ ରାଜ୍ୟପାଳ
  • ||
  • ମୋରଡା : ବନ୍ୟା ପ୍ରଭାବିତ ଗାଁ ବୁଲିଲେ ବିଧାୟକ ପ୍ରଣବ ପ୍ରକାଶ ଦାସ, ମୃତକଙ୍କ ପରିବାରକୁ ପ୍ରଦାନ କଲେ ଆର୍ଥିକ ସହାୟତା
  • ||
  • ଝାରସୁଗୁଡା : ନକଲି ମାଓବାଦୀ ଗିରଫ, କମ୍ପାନୀର ସାଇଟ୍ ଇନଚାର୍ଜଙ୍କୁ ମାଗୁଥିଲା ଟଙ୍କା
  • ||
  • ଖଲ୍ଲିକୋଟ : ବିଦ୍ୟୁତ ଆଘାତ ଲାଗି ଚାଲିଗଲା ବୃଦ୍ଧଙ୍କ ଜୀବନ
  • ||
  • ଭୁବନେଶ୍ବର : ମୋଟୁ ଥାନା IICଙ୍କୁ ଗିରଫ କଲା ଭିଜିଲାନ୍ସ, କାର୍‌ରୁ ଜବତ ହୋଇଥିଲା ୨ ଲକ୍ଷ ୮୦ ହଜାର ଟଙ୍କା
  • ||
  • ପୁରୀ : ସରକାରୀ ଗାଡିରୁ ଧଳା ଜହର ଜବତ, ୪୦ଗ୍ରାମ୍ ବ୍ରାଉନସୁଗାର ସହ ୩ ଅଭିଯୁକ୍ତ ଗିରଫ
  • ||
  • କଳାହାଣ୍ଡି : କର୍ଲାପାଟ ବକ୍ସାଇଟ୍ ଖଣିର ନିଲାମ ଉପରେ ହାଇକୋର୍ଟଙ୍କ ରହିତାଦେଶ
  • ||
  • ସମ୍ବଲପୁର : ବେଆଇନ ଭାବେ ବନ୍ଧୁକ ତିଆରି ଓ ବିକ୍ରି : ଦମ୍ପତ୍ତିଙ୍କ ସମେତ ୫ ଗିରଫ, ୪ଟି ଦେଶୀ ବନ୍ଧୁକ ଜବତ
  • ||
  • ବୌଦ୍ଧ : ରାସ୍ତାରେ ପଡିଛି ଅଜଣା ଯୁବକଙ୍କ ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||

ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ; ପୂର୍ବ ଶତ୍ରୁତାରୁ ହତ୍ୟା ସନ୍ଦେହ

21/02/2019 at 9:06 AM

ନୟାଗଡ ୨୧|୨: ନୟାଗଡ ଜିଲ୍ଲା ନୂଆଗାଁ ଥାନା ସୋରଡା ଗାଁରେ ହତ୍ୟାକାଣ୍ଡ । ସୋରଡା ଗାଁର  କୃଷ୍ଣଚନ୍ଦ୍ର ରାଉତଙ୍କୁ କେହି ଦୁର୍ବୃତ୍ତ ହତ୍ୟା କରିଥିବା ଅଭିଯୋଗ ହୋଇଛି । ତାଙ୍କ ମୃତଦେହ ଗାଁ ନିକଟରୁ ଉଦ୍ଧାର ହୋଇଛି । ତେବେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ନୂଆଗାଁ ପୋଲିସ ତଦନ୍ତ କରୁଛି ।

ତେବେ କୃଷ୍ଣଚନ୍ଦ୍ରଙ୍କ ମୃତ୍ୟୁକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି ।

   Related Posts