ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ; ପୂର୍ବ ଶତ୍ରୁତାରୁ ହତ୍ୟା ସନ୍ଦେହ

Published By : Prameya-News7 Bureau | February 21, 2019 IST

ନୟାଗଡ ୨୧|୨: ନୟାଗଡ ଜିଲ୍ଲା ନୂଆଗାଁ ଥାନା ସୋରଡା ଗାଁରେ ହତ୍ୟାକାଣ୍ଡ । ସୋରଡା ଗାଁର  କୃଷ୍ଣଚନ୍ଦ୍ର ରାଉତଙ୍କୁ କେହି ଦୁର୍ବୃତ୍ତ ହତ୍ୟା କରିଥିବା ଅଭିଯୋଗ ହୋଇଛି । ତାଙ୍କ ମୃତଦେହ ଗାଁ ନିକଟରୁ ଉଦ୍ଧାର ହୋଇଛି । ତେବେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ନୂଆଗାଁ ପୋଲିସ ତଦନ୍ତ କରୁଛି ।

ତେବେ କୃଷ୍ଣଚନ୍ଦ୍ରଙ୍କ ମୃତ୍ୟୁକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.