ପାହାଡରୁ ଯୁବକଙ୍କ ମୃତଦେହ ଉଦ୍ଧାର ; ହତ୍ୟା ସନ୍ଦେହ
1/06/2018 at 6:54 AM

ବଲାଙ୍ଗୀର ଡୁଙ୍ଗୁରି ପାହାଡରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି | ମୃତ ଯୁବକ ହେଉଛନ୍ତି ତୋଷରାଜ ସାହୁ | ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି | ଘଟଣାସ୍ଥଳରେ ଲୁଇସିଂହା ପୋଲିସ ଓ ସାଇଣ୍ଟିଫିକ ଟିମ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛନ୍ତି |
Related Posts
ରାସ୍ତାରେ ଗଛ ପଡ଼ି ଚାଲିଗଲା ୭ବର୍ଷର ପୁଅର ଜୀବନ: ବାପା ମାଆ ଓ ଝିଅ ଗୁରୁତର
27 February 2021