Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୪୨କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ବଢିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୪୨୬ କୋଭିଡ୍ ପଜିଟିଭ୍, ୧୨୨୫୨୬୮ରେ ପହଞ୍ଚିଲା ସଂଖ୍ୟା
  • ||
  • କମିବ ତାପମାତ୍ରା, ୨୮ରୁ ବଢିବ ଶୀତ
  • ||
  • ଆଜି ୭୩ ତମ ସାଧାରଣତନ୍ତ୍ର ଦିବସ, କୋଭିଡ କଟକଣାରେ ହେବ ପତାକା ଉତ୍ତୋଳନ
  • ||
  • ଦେଶ ପାଳୁଛି ୭୩ତମ ଗଣତନ୍ତ୍ର ଦିବସ, ରାଜପଥରେ ପ୍ରଦର୍ଶିତ ହେବ ୨୧ ପ୍ରଜ୍ଞାପନ ମେଢ
  • ||

ନଦୀ ଡାଇଭର୍ସନ ପାର ହେବାବେଳେ ଭାସିଯାଇ ଜଣେ ମୃତ

25/08/2019 at 3:46 PM

ଭଞ୍ଜନଗର ୨୫|୮:  ନଦୀ ଡାଇଭର୍ସନ ପାର ହେଉଥିବା ବେଳେ ଭାସିଯାଇ ଜଣଙ୍କର ମୃତ୍ୟୁ ହୋଇଛି । ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ନିକଟ ବୋଡାନଦୀର ଡାଇଭର୍ସନ ପାର ହେଉଥିବା ବେଳେ ଘଟିଛି ଅଭାବନୀୟ ଘଟଣା । ମୃତକ ହେଲେ ଚଢ଼ିଆପଲ୍ଲି ଗାଁର ରାଜକୁମାର ଲେଙ୍କା । ସେ ଆମ୍ବପୁଆ ଗାଁରୁ କାମ ସାରି ଘରକୁ ଫେରିବା ବେଳେ ଭାସିଯାଇଥିଲେ ।

   Related Posts