Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୦ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୮୩ କୋଭିଡ୍ ସଂକ୍ରମିତ, ୩୩୩୩୧୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ କମୁଛି କୋଭିଡ଼ ସଂକ୍ରମଣ, ଗତ ୨୪ଘଣ୍ଟାରେ ୧୫,୧୪୪ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଜୟପୁର : ଚଳନ୍ତା ବସ୍‌ରେ ଲାଗିଲା ବିଦ୍ୟୁତ ତାର ; ୬ ମୃତ , ୧୭ ଗୁରୁତର
  • ||
  • ଅପରେସନ ଗ୍ରୀନ କ୍ଲିନ, ପ୍ରାୟ ୧୨ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||

ବନ୍ୟାପାଣିରେ ଭାସିଯାଉଥିବା ଝିଅର ଚପଲ ଉଦ୍ଧାର କରିବାକୁ ଯାଇ ବାପାଙ୍କର ସଲିଳ ସମାଧି

15/08/2019 at 7:20 PM

ବାଙ୍କୀ ୧୫|୮: ବନ୍ୟା ପାଣିରେ ଭାସିଯାଇ ଯୁବକଙ୍କ ମୃତ୍ୟୁ । ମୃତକ ଜଣକ ବ୍ରହ୍ମପୁରା ହାଲିଆସାହିର ବସନ୍ତ ସାମଲ ।ଝିଅ ସହ ବାପା ବନ୍ୟାପାଣିରେ ଘରକୁ ଆସୁଥିବାବେଳେ ଝିଅର ଚପଲ ଭାସିଯିବାରୁ ଚପଲ ଆଣିବା ପାଇଁ ଯାଇ ବାପାଙ୍କର ମୃତ୍ୟୁ ହୋଇଛି । ଅଗ୍ନିଶମ ବିଭାଗର ସହାୟତାରେ ତଥା ପ୍ରାୟ ୩ ଘଣ୍ଟା ସମୟ ପାଣିରେ ଖୋଜାଖୋଜି ପରେ ଉଦ୍ଧାର ହେଲା ମୃତଦେହ ।

ପରିବାରରେ ଶୋକର ଛାୟା ଖେଳିଯାଇଛି । କ୍ଷତିପୂରଣ ପ୍ରଦାନ ଦାବିରେ ପରିବାର ଲୋକେ ଦାବି କରିଥିଲେ। ଘଟଣାସ୍ଥଳରେ ଉପଜିଲ୍ଲାପାଳ ପହଞ୍ଚି ସରକାରୀ ସହାୟତା ଯୋଗାଇଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି ।

   Related Posts