ପୋଲ ତଳକୁ ଖସି ସାଇକେଲ ଆରୋହୀଙ୍କ ମୃତ୍ୟୁ

Published By : Prameya-News7 Bureau | June 12, 2019 IST

ବାଂଶପାଳ ୧୨|୬: କେନ୍ଦୁଝର ଜିଲ୍ଲା ନୟାକୋଟ ଥାନା ଗଜପୁର ପୋଲ ଉପରୁ ଖସି ଜଣେ ସାଇକେଲ ଆରୋହୀଙ୍କ ମୃତ୍ୟୁ ଘଟିଛି । ମୃତକ ଗଜପୁର ଗ୍ରାମର ପୁଡା ନାଏକ । ସେ ଗତକାଲି ରାତିରେ ସିଙ୍ଗପୁରରୁ ନିଜ ଗାଁ ଗଜପୁରକୁ ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଛି । ଘଟଣାସ୍ଥଳରେ ନୟାକୋଟ ପୋଲିସ ପହଁଞ୍ଚି ମୃତଦେହ ଜବତ କରି ତଦନ୍ତ ଚଳାଇଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.