Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆମେରିକାର ପ୍ରଥମ ମହିଳା ଉପରାଷ୍ଟ୍ରପତି ହେଲେ କମଳା ହ୍ୟାରିସ୍
  • ||
  • ଆମେରିକାର ୪୬ ତମ ରାଷ୍ଟ୍ରପତି ଭାବେ ଶପଥ ନେଲେ ଜୋ ବାଇଡେନ୍‌
  • ||
  • ଆମେରିକାର ଉପ ରାଷ୍ଟ୍ରପତି ଭାବେ ଶପଥ ନେଲେ କମଳା ହ୍ୟାରିସ୍‌
  • ||
  • ଚାଷୀଙ୍କ ସହ ୧୦ମ ରାଉଣ୍ଡ ଆଲୋଚନା ଶେଷ, ସରକାର କହିଲେ ପ୍ରତ୍ୟାହାର ହେବନି କୃଷି ଆଇନ
  • ||
  • ପୋଖରୀରୁ ମିଳିଲା ମୁଣ୍ଡ ବିହୀନ ମୃତଦେହ, ପୋଲିସ ଆରମ୍ଭ କଲା ଖୋଳତାଡ଼
  • ||
  • ଢ଼େଙ୍କାନାଳ: ବନ ବିଭାଗର ଅତର୍କିତ ଚଢ଼ାଉ, ବିଭିନ୍ନ ବନ୍ୟଜନ୍ତୁଙ୍କ ଜାଲ ଜବତ, ୪ ଶିକାରୀ ଗିରଫ
  • ||
  • ବଲାଙ୍ଗୀର : ଟାଇଲ କାମ ବେଳେ ଅଘଟଣ, ଚାପି ହୋଇ ଜଣେ ଶ୍ରମିକ ମୃତ, ୨ ଗୁରୁତର
  • ||
  • ଢେଙ୍କାନାଳ : ଟ୍ରକ୍ ପଛରେ ଧକ୍କା ହେଲା ବାଇକ୍, ବାପା ମୃତ, ଝିଅ ଗୁରୁତର
  • ||
  • ଅନୁଗୋଳ : ଗଛ ତଳୁ ନବଜାତ ଶିଶୁ ପୁତ୍ର ଉଦ୍ଧାର
  • ||
  • ଭୁବନେଶ୍ବର : ବିଜେଡିରେ ମିଶିଲେ କରଞ୍ଜିଆ ଏନଏସିର ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ
  • ||

ଗ୍ୟାସ ଟ୍ୟାଙ୍କର ଚାପାରେ ସାଇକେଲ ଆରୋହୀଙ୍କ ମୃତ୍ୟୁ ; ଉତ୍ୟକ୍ତ ଲୋକଙ୍କ ରାସ୍ତା ଅବରୋଧ

1/02/2019 at 2:21 PM

କଳାହାଣ୍ଡି ୧/୨ : ଗ୍ୟାସ ଟେଙ୍କର ଚାପାରେ ସାଇକେଲ ଆରୋହୀଙ୍କ ମୃତ୍ୟୁ ହୋଇଛି । କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ପୋଖରୀବନ୍ଧ ଠାରେ ଦୁଘର୍ଟଣା ଘଟିଛି । ମୃତକ କୁମାରବାରୁ ଗାଁର ବଲ ମାଝୀ ।


ଯୁବକ ଜଣକ ଏକ ସାଇକେଲରେ ଯାଉଥିବାବେଳେ ଅପରପକ୍ଷରୁ ଆସୁଥିବା ଏକ ଗ୍ୟାସ ଟ୍ୟାଙ୍କର ତାଙ୍କୁ ଚାପି ଦେଇଥିଲା | ଫଳରେ ଘଟଣାସ୍ଥଳରେ ହିଁ ଯୁବକଙ୍କର ମୃତ୍ୟୁ ହୋଇଯାଇଥିଲା | ଯୁବକଙ୍କ ମୃତ୍ୟୁ ପରେ ଉତ୍ୟକ୍ତ ଲୋକଙ୍କ ଟେଙ୍କର ଡ୍ରାଇଭରକୁ ନିସ୍ତୁକ ମାଡ଼ ମାରିଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଡ୍ରାଇଭରକୁ ଉଦ୍ଧାର କରି ଅଟକ ରଖି ପଚରାଉଚୁରା କରୁଛି । କ୍ଷତିପୂରଣ ଦାବୀରେ ଉତ୍ୟକ୍ତ ଲୋକଙ୍କ ରାସ୍ତା ଅବରୋଧ । ଫଳରେ ଭବାନୀପାଟଣା-ରାୟଗଡା ରାଜ୍ୟ ରାଜପଥ ୦୬ ରେ ଯାତାୟତ ବାଧାପ୍ରାପ୍ତ ହୋଇଛି ।

   Related Posts