Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁଣି ନକଲି ଘିଅ କାରଖାନାରେ ରେଡ୍‌, ମାଲିକ ଫେରାର
  • ||
  • ବିଧାନସଭା ଆଗରେ ମାଆ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ସ୍ପଷ୍ଟୀକରଣ ରଖିଲା ଜଗତସିଂହପୁର ପୋଲିସ
  • ||
  • ଲିଭର ପ୍ରତ୍ୟାରୋପଣ ପାଇଁ ସମ୍‌ ହସ୍ପିଟାଲ ଓ ଏସିଆନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ ଗ୍ୟାଷ୍ଟ୍ରୋଏନଟେରୋଲୋଜି (ଏଆଇଜି ) ମଧ୍ୟରେ ବୁଝାମଣା ସ୍ଵାକ୍ଷରିତ
  • ||
  • ଆନ୍ଦୋଳନରତ କୃଷକଙ୍କୁ ଗୃହ ମନ୍ତ୍ରୀ ଶାହାଙ୍କ ସନ୍ଦେଶ, ସରକାର ଆପଣଙ୍କ ଦାବି ଓ ସମସ୍ୟା ଉପରେ ଆଲୋଚନା କରିବାକୁ ପ୍ରସ୍ତୁତ
  • ||
  • ଡିସେମ୍ବର ମାସ ପାଇଁ ଗାଇଡ୍‌ ଲାଇନ୍ ଜାରି କଲେ ରାଜ୍ୟ ସରକାର
  • ||
  • ଭାଇ ହେଲା ଭଗାରୀ: ଜମିବାଡି ଲୋଭରେ ନିଜ ରକ୍ତ ସଂପର୍କର ଭାଇ-ପୁତୁରାକୁ ଦେଲା ହାଣି
  • ||
  • ଅଭୟକାନ୍ତଙ୍କ ଲିଙ୍କ୍‌ର ଖୋଳତାଡ଼: ସମସ୍ତଙ୍କୁ ଯିବ ନୋଟିସ୍, କିଏ ବଫାଦାର- କିଏ ଗଡ଼ ଫାଦର?
  • ||
  • ପରୀ ହତ୍ୟା ମାମଲା: ଅରୁଣ ବୋଥ୍ରାଙ୍କ ନେତୃତ୍ବରେ ୫ ଜଣିଆ ଏସ୍‌ଆଇଟି ଟିମ୍‌ ଗଠିତ, ହାଇକୋର୍ଟଙ୍କୁ ଅବଗତ କଲେ ସରକାର
  • ||
  • ସୋର : ବେଙ୍ଗାଲୁରୁରୁ ଲୁଟ୍ ହୋଇଥିବା ୪ଲକ୍ଷ ଟଙ୍କା ମିଳିଲା ଚାଉଳ ଡବାରୁ
  • ||
  • ତେଲକୋଇ : ମଞ୍ଚାରେ ଶୋଇଥିବା ବେଳେ ଲାଗିଗଲା ନିଆଁ, ପୋଡି ହୋଇ ମହିଳା ଗୁରୁତର
  • ||

ମର୍ମନ୍ତୁଦ ଦୁର୍ଘଟଣା : ଯୁବକଙ୍କୁ ଜୋରଦାର ଧକ୍କା ମାରିଲେ ଅଡିରେ ଥିବା ଯୁବତୀ ,ଛାତ ଉପରେ ପଡ଼ି ଚାଲିଗଲା ଜୀବନ

6/11/2020 at 12:57 PM

ଜୟପୁର ୬/୧୧: ରାଜସ୍ଥାନର ଜୟପୁରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଏକ ଦାମୀ କାର୍ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଯାଇଛି। ଏହି ଦୁର୍ଘଟଣା ଜୟପୁରର ସୋଡାଲାରେ ଘଟିଛି। କୁହାଯାଉଛି ଯେ ଶୁକ୍ରବାର ସକାଳେ ଏକ ଅଡି Q7 ଗାଡ଼ି କନଷ୍ଟେବଲ୍ ନିଯୁକ୍ତି ପ୍ରକ୍ରିୟାରେ ଯାଉଥିବା ଜଣେ ଯୁବକଙ୍କୁ ଧକ୍କା ମାରିଥିଲା। ଧକ୍କା ଏତେ ଜୋରସୋରରେ ଥିଲା ଯେ ଯୁବକ ଜଣକ ଏକ ଘରର ଛାତ ଉପରେ ଯାଇ ପଡ଼ିଥିଲେ ଏବଂ ତାଙ୍କର ଗୋଟିଏ ଗୋଡ଼ କଟି ଯାଇଥିଲା।

ଏହି ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ ହୋଇଯାଇଛି। ଯୁବକ ପାଲି ଜିଲ୍ଲାରେ ରହୁଥିଲେ। ଅଡି କାର୍‌ରେ ୨ଯୁବତୀ ଥିଲେ। ପୋଲିସ୍ ପୂରା ମାମଲାର ତଦନ୍ତ କରୁଛି।

   Related Posts