Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାରିପଦା : ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ, ସକାଳ ୭ଟାରୁ ରାତି ୯ଟା ଯାଏଁ ପ୍ରବେଶ ଅନୁମତି
  • ||
  • ସୋର : ଭଙ୍ଗା ଘରୁ ମିଳିଲା ପୁଳା ପୁଳା ରାସନ କାର୍ଡ, ଲୋକଙ୍କୁ ଦିଆନଯାଇ ଲୁଚାଇ ରଖାଯାଇଥିଲା କାହିଁକି ?
  • ||
  • ଆନନ୍ଦପୁର : କଣ୍ଡକ୍ଟରଙ୍କ ଭୁଲ୍, ଯାତ୍ରୀଙ୍କ ଗୋଡ ଉପରେ ଚଢିଗଲା ବସ୍
  • ||
  • କୋଣାର୍କ : ବାଇକ୍ ଚୋରି ରାକେଟ୍ ଠାବ : ୮ ବାଇକ୍ ସହ ୪ ଅଭିଯୁକ୍ତ ଗିରଫ
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଭାରସ୍ୟାମ ହରାଇ ଓଲଟିଲା ଅଟୋ, ୫ବର୍ଷର ଶିଶୁ ସମେତ ୩ ଗୁରୁତର
  • ||
  • ଚାନ୍ଦବାଲି : ଅଘୋଷିତ ବିଦ୍ୟୁତ କାଟ୍ : ଦୀର୍ଘ ୧୨ଘଣ୍ଟା ଧରି ଅନ୍ଧାରରେ ରହିଲା ଆଖଣ୍ଡଳମଣୀ ପୀଠ
  • ||
  • ଭୁବନେଶ୍ବର : ନଭେମ୍ବର ୧ରୁ ଯୁକ୍ତ ୩ ପ୍ରଥମ ବର୍ଷ ଏବଂ ୧୫ରୁ ପିଜି ପ୍ରଥମ ବର୍ଷ କ୍ଲାସ୍ ଖୋଲିବ
  • ||
  • ଖୋର୍ଦ୍ଧା : ୩ ଦିନ ହେବ ଚିଲିକା ମଝିରେ ଫସିଥିଲା ଡଙ୍ଗା, ୨ ମତ୍ସ୍ୟଜୀବୀଙ୍କ ସହ ୧୦ବର୍ଷର ଛୁଆ ଉଦ୍ଧାର
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ଘଟଣାରେ ନୀରବତାକୁ ବରଦାସ୍ତ କରାଯିବନି : କଂଗ୍ରେସ
  • ||
  • ଭୁବନେଶ୍ବର : DRDO ତଥ୍ୟ ଲିକ୍ ମାମଲାରେ କ୍ରାଇମବ୍ରାଞ୍ଚ ହାତରେ ନୂଆ ତଥ୍ୟ, ଦୁବାଇ ଲୁଲୁ ଇଣ୍ଟରନ୍ୟାସନାଲ୍ ଏଜେନ୍ସିରୁ ଆସିଥିଲା ଟଙ୍କା
  • ||

ଗାଇ ଚରାଇବା ହେଲା କାଳ, ବଜ୍ରାଘାତରେ ଚାଲିଗଲା ଜଗୁଆଳିର ଜୀବନ

30/06/2021 at 10:51 PM

ହିଞ୍ଜିଳିକାଟୁ, ୩୦/୦୬: ହିଞ୍ଜିଳିକାଟୁ ପୌର ପରିଷଦ ଅନ୍ତର୍ଗତ ଦୁଇ ନମ୍ବର ୱାର୍ଡରେ ଏକ ହୃଦୟବିଦାରକ ଘଟଣା ଘଟିଛି । ୱାର୍ଡର ଚନ୍ଦ୍ରଶେଖର ମାର୍ଗର ପାଣ ଗୌଡ଼ଙ୍କ ପୁଅ ଶିବରାମ ଗୌଡ଼ (୩୯)ଙ୍କର ବଜ୍ରଘାତରେ ମୃତ୍ୟୁ ହୋଇଛି ।

ଘଟଣାରୁ ପ୍ରକାଶ ଯେ ହିଞ୍ଜିଳି ଅଂଚଳର ଗହୀରମାଲକୁ ଗାଇ ଚରାଇବାକୁ ଶିବରାମ ଯାଇଥିଲେ । ଅପରାହ୍ନ ତିନି ଘଣ୍ଟା ସମୟରେ ସେଠାରେ ବଜ୍ରଘାତରେ ଆଘାତ ହୋଇଥିଲା । ସ୍ଥାନୀୟ ଲୋକଙ୍କ ସାହାଯ୍ୟରେ ଅଟୋ ଦ୍ୱାରା ତାଙ୍କୁ ଉପଖଣ୍ଡ ଚିକିତ୍ସାଳୟକୁ ଆଣିଥିଲେ । ଡାକ୍ତର ମୃତ ଘୋଷଣା କରିଥିଲେ । ହିଞ୍ଜିଳି ପୋଲିସ ମେଡିକାଲରେ ପହଂଚି ଶବକୁ ଜବତ କରି ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି ପୋଲିସ୍‌ । ୬।୨୧ରେ କେଶ୍‌ ରୁଜୁ କରି ଶବ ବ୍ୟବଛେଦ ନିମନ୍ତେ ବରହମ୍‌ପୁର ପଠାଯାଇଛି ।

   Related Posts