Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ICC ଟି-୨୦ ରାଙ୍କିଂ : ୪ର୍ଥ ସ୍ଥାନରେ ପାକିସ୍ତାନ ବ୍ୟାଟ୍ସମ୍ୟାନ୍‌ ମହମ୍ମଦ ରିଜଓ୍ବାନ, ବିରାଟ କୋହଲି (୫) ଏବଂ ଲୋକେସ ରାହୁଲ (୮) ଖସିଲେ
  • ||
  • କରଞ୍ଜିଆ : ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ
  • ||
  • ସୋର : ଭଙ୍ଗା ଘରୁ ମିଳିଲା ପୁଳା ପୁଳା ରାସନ କାର୍ଡ, ଲୋକଙ୍କୁ ଦିଆନଯାଇ ଲୁଚାଇ ରଖାଯାଇଥିଲା କାହିଁକି ?
  • ||
  • ଆନନ୍ଦପୁର : କଣ୍ଡକ୍ଟରଙ୍କ ଭୁଲ୍, ଯାତ୍ରୀଙ୍କ ଗୋଡ ଉପରେ ଚଢିଗଲା ବସ୍
  • ||
  • କୋଣାର୍କ : ବାଇକ୍ ଚୋରି ରାକେଟ୍ ଠାବ : ୮ ବାଇକ୍ ସହ ୪ ଅଭିଯୁକ୍ତ ଗିରଫ
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଭାରସ୍ୟାମ ହରାଇ ଓଲଟିଲା ଅଟୋ, ୫ବର୍ଷର ଶିଶୁ ସମେତ ୩ ଗୁରୁତର
  • ||
  • ଚାନ୍ଦବାଲି : ଅଘୋଷିତ ବିଦ୍ୟୁତ କାଟ୍ : ଦୀର୍ଘ ୧୨ଘଣ୍ଟା ଧରି ଅନ୍ଧାରରେ ରହିଲା ଆଖଣ୍ଡଳମଣୀ ପୀଠ
  • ||
  • ଭୁବନେଶ୍ବର : ନଭେମ୍ବର ୧ରୁ ଯୁକ୍ତ ୩ ପ୍ରଥମ ବର୍ଷ ଏବଂ ୧୫ରୁ ପିଜି ପ୍ରଥମ ବର୍ଷ କ୍ଲାସ୍ ଖୋଲିବ
  • ||
  • ଖୋର୍ଦ୍ଧା : ୩ ଦିନ ହେବ ଚିଲିକା ମଝିରେ ଫସିଥିଲା ଡଙ୍ଗା, ୨ ମତ୍ସ୍ୟଜୀବୀଙ୍କ ସହ ୧୦ବର୍ଷର ଛୁଆ ଉଦ୍ଧାର
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ଘଟଣାରେ ନୀରବତାକୁ ବରଦାସ୍ତ କରାଯିବନି : କଂଗ୍ରେସ
  • ||

ଟୁରିଷ୍ଟ ଗାଡି ଧକ୍କାରେ ସାଇକେଲ ଆରୋହୀ ମୃତ, ଘଟଣାସ୍ଥଳରେ ଉତ୍ତ୍ୟକ୍ତଲୋକଙ୍କ ରାସ୍ତାରୋକ

31/03/2019 at 10:09 AM

କୋଣାର୍କ ୩୧|୩ : ପୁରୀ ଜିଲ୍ଲା ଗୋପ ବ୍ଲକ୍ ଅନ୍ତର୍ଗତ ବେଗୁନିଆଠାରେ ସଡକ ଦୁର୍ଘଟଣା ହୋଇଛି । କୋଣାର୍କରୁ ଫେରୁଥିବା କେଏ୫୧ଏଏ-୪୪୬୫ ନମ୍ବର ବିଶିଷ୍ଟ ଏକ ଟୁରିଷ୍ଟ ଗାଡି ବେଗୁନିଆଠାରେ ଏକ ସାଇକେଲ ଆରୋହୀଙ୍କୁ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ଉକ୍ତ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି  । ମୃତକ ହେଲେ ପାଟେଳିଆ ହରିଜନ ସାହିର ୫୫ବର୍ଷୀୟ ରବୀନ୍ଦ୍ର ଭୋଇ ।

ବ୍ୟକ୍ତିଙ୍କ ମୃତ୍ୟୁକୁ ନେଇ ଘଟଣାସ୍ଥଳରେ ଚାପା ଉତ୍ତେଜନା ଲାଗି ରହିଛି । କ୍ଷତି ପୂରଣ ଦାବି କରି କୋଣାର୍କ-ଗୋପ ରାସ୍ତା ଅବରୋଧ କରିଛନ୍ତି ଗ୍ରାମବାସୀ । ରାସ୍ତାରୋକ ଯୋଗୁଁ ଗାଡି ଚଳାଚଳ ବ୍ୟାହତ ହୋଇଛି । ଘଟଣାସ୍ଥଳରେ ଗୋପ ପୋଲିସ ପହଂଚି ୪ଜଣଙ୍କୁ ଅଟକ ରଖି ତଦନ୍ତ ଜାରି ରଖିଛି । ଦୁର୍ଘଟଣା ଘଟାଇଥିବା ଗାଡିଟି କର୍ଣ୍ଣାଟକର ବୋଲି ଜଣାପଡିଛି ।

   Related Posts