Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଇପିଏଲ ୨୦୨୧ : ୪୦ ତମ ଲିଗ୍‌ ମୁକାବିଲାରେ ମୁହାଁମୁହିଁ ହେବେ ହାଇଦ୍ରାବାଦ ଓ ରାଜସ୍ଥାନ
  • ||
  • କେନ୍ଦୁଝର : ବଣୁଆ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ, ମଞ୍ଚାରୁ ଓହ୍ଲାଇ ଘରକୁ ଯିବାବେଳେ ଆକ୍ରମଣର ଶିକାର
  • ||
  • ଜୟପୁର : ଲଗାଣ ବର୍ଷା ଯୋଗୁଁ ଧସିଲା ମାଟି ଅତଡା, ଜାତୀୟ ରାଜପଥ ଅବରୋଧ
  • ||
  • ଭୁବନେଶ୍ବର : ବାତ୍ୟାରୁ ଗଭୀର ଅବପାତର ରୂପ ନେଲା ‘ଗୁଲାବ’, ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଲାଗି ରହିଛି ବର୍ଷା
  • ||
  • କୋରାପୁଟ : କୋରାପୁଟ ଜିଲ୍ଲାରେ ‘ଗୁଲାବ’ ପ୍ରଭାବ : ଭାଙ୍ଗିଲା ଘର, ଗଛ ପଡି ରାସ୍ତା ଅବରୋଧ
  • ||
  • ବୈତରଣୀ ପଠାରେ ଚରୁଥିଲେ ମଇଁଷି, ପାଣି ଭିତରକୁ ଟାଣିନେଲା କୁମ୍ଭୀର : ଦେଖନ୍ତୁ ଭିଡିଓ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୫ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୪ କୋଭିଡ୍ ପଜିଟିଭ୍
  • ||
  • ଭଦ୍ରକରେ ସଂଯୁକ୍ତ କୃଷକ ମୋର୍ଚ୍ଚାର ବନ୍ଦ ପାଳନ, ଜାତୀୟ ବିଭିନ୍ନ ସଙ୍ଗଠନ ପକ୍ଷରୁ ରାଜପଥ ଅବରୋଧ
  • ||
  • ଲଗାଣ ବର୍ଷା ପରେ ସ୍ଥିତି ବେହାଲ, ଗେଙ୍ଗୁଟି ନଦୀ ବନ୍ଧରେ ୨୦୦ ଫୁଟର ଫାଟ
  • ||

ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଜଣଙ୍କର ମୃତ୍ୟୁ

1/09/2019 at 12:34 PM

କୋଣାର୍କ ୧।୯: ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି । ମୃତ ଯୁବକ ହେଲେ ଧନିତ୍ରୀ ଗାଁର ସୁରେନ୍ଦ୍ର ବେହୁରା ।

ସୂଚନାଯୋଗ୍ୟ ଯେ, କୋଣାର୍କ ଧନିତ୍ରୀ ଗାଁର ସୁରେନ୍ଦ୍ର ବେହୁରା ଘରେ ବିଦ୍ୟୁତ୍ ମରାମତି କାମ କରୁଥିବା ବେଳେ ତାଙ୍କୁ ବିଦ୍ୟୁତ୍ ଆଘାତ ଲାଗିଥିଲା । ଫଳରେ ସେ ଗୁରୁତର ହୋଇପଡିଥିଲେ । ତାଙ୍କୁ ପରିବାରଲୋକ ମେଡିକାଲରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

   Related Posts