ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଜଣଙ୍କର ମୃତ୍ୟୁ

Published By : Prameya-News7 Bureau | September 01, 2019 IST

କୋଣାର୍କ ୧।୯: ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି । ମୃତ ଯୁବକ ହେଲେ ଧନିତ୍ରୀ ଗାଁର ସୁରେନ୍ଦ୍ର ବେହୁରା ।

{"id":151656}

ସୂଚନାଯୋଗ୍ୟ ଯେ, କୋଣାର୍କ ଧନିତ୍ରୀ ଗାଁର ସୁରେନ୍ଦ୍ର ବେହୁରା ଘରେ ବିଦ୍ୟୁତ୍ ମରାମତି କାମ କରୁଥିବା ବେଳେ ତାଙ୍କୁ ବିଦ୍ୟୁତ୍ ଆଘାତ ଲାଗିଥିଲା । ଫଳରେ ସେ ଗୁରୁତର ହୋଇପଡିଥିଲେ । ତାଙ୍କୁ ପରିବାରଲୋକ ମେଡିକାଲରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.