Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମଙ୍ଗଳବାର ପୃଥିବୀର ନିକଟତର ହେବ ବିରାଟ ଗ୍ରହାଣୁ : ମାଡ ହେଲେ ଘଟାଇବ ବିନାଶ !
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୩୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୧୦ ମୃତ
  • ||
  • ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି
  • ||
  • ରାଜ୍ୟରେ ୧୧ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୦୮୬ କୋଭିଡ୍ ପଜିଟିଭ୍, ୧୧୫୫୪୮୭ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜଧାନୀରେ ଖସୁନି କରୋନା ଗ୍ରାଫ୍, ଆଉ ୬ ଅଞ୍ଚଳ ମାଇକ୍ରୋ କଣ୍ଟେନମେଣ୍ଟ୍ ଜୋନ୍
  • ||
  • ସରିଲା ହାସ୍ୟ ଅଭିନେତା ପ୍ରଜ୍ଞାଙ୍କ ନିର୍ବନ୍ଧ, ସୋସିଆଲ ମିଡିଆରେ ରିଙ୍ଗ୍ ସେରିମନି ଫଟୋ ଭାଇରାଲ
  • ||
  • ଗାଡି ପାର୍ଟସ ଦୋକାନରୁ ଲୁଟ୍, ବନ୍ଧୁକ ଦେଖାଇ ନେଇଗଲେ ଟଙ୍କା
  • ||
  • ଅଜଗରକୁ ଗିଳିଲା ଅହିରାଜ, ସାତକୋଶିଆରେ ବିରଳ ଘଟଣା !
  • ||
  • ଭାରସାମ୍ୟ ହରାଇ ବାଇକ ଦୁର୍ଘଟଣାଗ୍ରସ୍ତ, ୨ ଆରୋହୀ ମୃତ
  • ||
  • ଜାନୁଆରୀ ୨୦ରୁ ହଜିଯିବ ଶୀତ, ୨୩ରୁ ବର୍ଷା !
  • ||

ବିଦ୍ୟୁତ୍ ସଂସ୍ପର୍ଶରେ ଆସି ସାଇକେଲ ଆରୋହୀ ମୃତ

25/09/2019 at 10:56 AM

ନୂଆପଡା ୨୫।୯: ବିଦ୍ୟୁତ୍ ସଂସ୍ପର୍ଶରେ ଆସି ସାଇକେଲ ଆରୋହୀଙ୍କ ମୃତ୍ୟୁ ହୋଇଛି । ନୂଆପଡା ଜିଲ୍ଲା ସିନାପାଲି ଥାନା ଗମ୍ଭାରିଗୁଡା ଗାଁ ନିକଟରେ ଘଟିଛି ଏଭଳି ଅଭାବନୀୟ ଘଟଣା । ତେବେ ମୃତକଙ୍କ ପରିଚୟ ମିଳିପାରିନାହିଁ । ଘଟଣାସ୍ଥଳରେ ସିନାପାଲି ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

   Related Posts