Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଏମସିଡି ଉପ ନିର୍ବାଚନ : ଚୌକା ମାରିଲା ଆପ୍, କଂଗ୍ରେସର ଗୋଟିଏରେ ବଡ ବିଜୟ, କିନ୍ତୁ ଖାତା ଖୋଲି ପାରିଲାନି ବିଜେପି
  • ||
  • ମଦ୍ରାସାରେ ପଢାଯିବ ଗୀତା, ଯୋଗ ଓ ରାମାୟଣ : ପାଠ୍ୟକ୍ରମରେ ସାମିଲ କଲା ଏନଆଇଓଏସ
  • ||
  • ଗଜପତି : ଜେଇଙ୍କ ଘରେ ଭିଜିଲାନ୍ସ ଚଢାଉ, ୨ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଠାବ
  • ||
  • ସମ୍ବଲପୁର : ଯୁଜୁମୁରା ରେଞ୍ଜରେ ବାରମ୍ବାର ହାତୀ ମୃତ୍ୟୁ ଘଟଣା : ନିଲମ୍ବିତ ହେଲେ ସଦର ରେଞ୍ଜର
  • ||
  • ସମ୍ବଲପୁର : ଦୁଇ ବାଇକ୍ ଉପରେ ଚଢିଗଲା ଟ୍ରକ୍, ୩ ମୃତ, ଜଣେ ଗୁରୁତର
  • ||
  • ସୋର : ୮ଲକ୍ଷ ଟଙ୍କା ପାଇଁ କିଡ୍‌ନାପ୍ ! ବନ୍ଧୁକ ମୁନରେ ହତ୍ୟା ଧମକର ଭିଡିଓ ଭାଇରାଲ୍
  • ||
  • ସୋନପୁର : ଭିଜିଲାନ୍ସ ଜାଲରେ ଶିକ୍ଷକ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ମାର୍ଚ୍ଚ ୫ରେ ‘ଓମେନ୍ ଆଚିଭର୍ସ ଅଫ୍ ଓଡ଼ିଶା’ ପୁରସ୍କାର ସମାରୋହ
  • ||
  • କରଞ୍ଜିଆ : କରଞ୍ଜିଆ ବନଖଣ୍ଡ ଅଞ୍ଚଳରେ ଜଳୁଛି ଜଙ୍ଗଲ, ଫେଲ୍ ମାରିଛି ବନ ବିଭାଗର ନିଆଁ ଲିଭା ଅଭିଯାନ
  • ||
  • ଚିନ୍ତା ବଢାଉଛି କରୋନାର ବ୍ରାଜିଲ ଭାରିଏଣ୍ଟ, ରହିଛି ପୁନଃ ସଂକ୍ରମଣ କ୍ଷମତା
  • ||

ପଥରରେ ଛେଚି ଯୁବକଙ୍କୁ ବୀଭତ୍ସ ହତ୍ୟା

1/06/2018 at 7:40 AM

ପଥରରେ ଛେଚି ଯୁବକଙ୍କ ବୀଭତ୍ସ ହତ୍ୟା | ଉଦଳା ଖୁଣ୍ଟା ଥାନା ଡ଼େଙ୍ଗାମ ଗାଁର ଘଟଣା | ଗାଁର ବାଦାମ ଖେତ ନିକଟରୁ ମୃତଦେହ ଉଦ୍ଧାର କରାଯାଇଛି |ମୃତକ ହେଲେ ସେହି ଗାଁର ସୁକୁଲ ହେମ୍ରମ | ଗତ ବୁଧବାରରୁ ନିଖୋଜ ଥିଲେ ସୁକୁଲ | ଯୁବକଙ୍କୁ ପଥରରେ ଛେଚି ନିର୍ମମ ଭାବେ ହତ୍ୟା କରାଯାଇଛି | ହତ୍ୟାକାଣ୍ଡର କାରଣ ଜଣାପଡିନାହିଁ | ଘଟଣାସ୍ଥଳରେ ଖୁଣ୍ଟା ପୋଲିସ ପହଞ୍ଚି ତଦନ୍ତ କରୁଛି |

Leave a Reply

   Related Posts