Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁକେ ହାଇକୋର୍ଟରୁ ନିରବ ମୋଦୀଙ୍କୁ ଝଟକା, ପ୍ରତ୍ୟର୍ପଣ ବିରୋଧରେ ଦାଖଲ ଆବେଦନ ଖାରଜ, ଏବେ ଭାରତ ଆସିବାକୁ ପଡିବ !
  • ||
  • ଭୁବନେଶ୍ବର : ଗୋରୁ ଚୋରା ଚାଲାଣ ବେଳେ ଜବତ ହେଲା ପିକଅପ୍ ଭ୍ୟାନ୍, ୫ ଗୋରୁ ଉଦ୍ଧାର, ଦଲାଲ ଫେରାର
  • ||
  • ଭୁବନେଶ୍ବର : ରାଜଧାନୀରେ ମାତିଲେ ଲୁଟେରା : ତାଲା ଭାଙ୍ଗି ଦୋକାନରେ ବୁଲାଇଲେ କଳାକନା, ସିସିଟିଭିରେ କଏଦ ହେଲା ଦୃଶ୍ୟ
  • ||
  • ଭୁବନେଶ୍ବର : ଅନଲକ୍ ପ୍ରକ୍ରିୟା ଆରମ୍ଭ ପରେ ଲୋକେ ମାନୁନାହାନ୍ତି କୋଭିଡ୍ ନିୟମ, ସୃଷ୍ଟି ହୋଇପାରେ ବିପଦ – ଡିଏମଇଟି
  • ||
  • ଭୁବନେଶ୍ବର : ଚଳିତ ବର୍ଷ ୩୦% ହ୍ରାସ ହେବ ନବମ ଓ ଦଶମ ଶ୍ରେଣୀର ସିଲାବସ୍ – ଗଣଶିକ୍ଷା ମନ୍ତ୍ରୀ
  • ||
  • କାମାକ୍ଷାନଗର : ଜଙ୍ଗଲକୁ ଯାଇଥିବା ବେଳେ ପଡିଗଲେ ଭାଲୁ ହାବୁଡରେ, ଆକ୍ରମଣରେ ୨ ଗୁରୁତର
  • ||
  • ଦେଶରେ ତଳମୁହାଁ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୦ ହଜାରରୁ ଅଧିକ ପଜିଟିଭ୍,୧୩୫୮ ମୃତ
  • ||
  • ଥରିଲା ପାକିସ୍ତାନ, ୪.୫ ତୀବ୍ରତାର ଭୂକମ୍ପ ଝଟକା ଅନୁଭୂତ
  • ||
  • ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା : ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୪୬ ଜଣଙ୍କ ଜୀବନ
  • ||
  • ହ୍ରାସ ପରେ ପୁଣି ବଢିଲା ସଂକ୍ରମଣ, ରାଜ୍ୟରେ ୨୪ ଘଣ୍ଟାରେ ୩୪୫୬ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||

ବାପାକୁ କାଠ ଫାଳିଆରେ ବାଡେଇ ବାଡେଇ ମାରିଲା ପୁଅ

28/07/2018 at 5:08 AM

ପାରିବାରିକ କଳହକୁ କେନ୍ଦ୍ର କରି ବାପାକୁ କାଠ ଫାଳିଆରେ ବାଡେଇ ବାଡେଇ ମାରିଦେଲା ପୁଅ । ଯାହା ଏବେ ସ୍ଥାନୀୟ ଅଂଚଳରେ ଚର୍ଚ୍ଚ।ର ବିଷୟ ପାଲଟିଛି । ଏଭଳି ଘଟଣା ଘଟିଛି ଉଦଳା ଥାନା ୭ ନଂ ୱାର୍ଡ ନାଗବଣୀ ଗ୍ରାମରେ ।
ମୟୁରଭଞ୍ଜ ଜିଲ୍ଲା ଉଦଳା ଥାନା୭ ନଂ ୱାର୍ଡ ନାଗବଣୀ ଗ୍ରାମର କ୍ଷୀର ପଢିଆଳଙ୍କୁ ଗତକାଲି ରାତିରେ ତାଙ୍କ ପୁଅ ସତ୍ୟବାନ ପଢିଆଳ କାଠ ଫାଳିଆରେ ବାଡେଇ ବାଡେଇ ମାରିଦେଇଛି । ପାରିବାରିକ କଳହକୁ କେନ୍ଦ୍ର କରି ହଠାତ୍ ସତ୍ୟବାନ୍ ଏକ କାଠ ଫାଳିଆର ତାର ବାପାକୁ ବାଡେଇଥିଲା । ଏହି ଆକ୍ରମଣରେ ଗୁରୁତର ହୋଇ କ୍ଷୀର ଉଦଳା ଡାକ୍ତରଖାନାରେ ଚିକିତ୍ସା ନିମନ୍ତେ ଭର୍ତ୍ତି ହୋଇଥିଲେ । ହେଲେ ସେଠାରେ ଚିକିତ୍ସା ହେବାର ମାତ୍ର କେଇ ମିନିଟ୍ ପରେ ତାଙ୍କର ମୃତ୍ୟୁ ହୋଇଥିଲା । ତେବେ ଗୋଟିଏ ପଟେ ପୁଅର କାଠ ଫାଳିଆ ମାଡରେ ବାପାର ମୃତ୍ୟୁ ହୋଇଥିବା ବେଳେ ଏହି ନାରକୀୟ କାଣ୍ଡ ଘଟାଇଥିବା ପୁଅକୁ ଗ୍ରାମବାସୀମାନେ କାବୁ କରି ନେଇଥିଲେ ଏବଂ ତାକୁ ଏକ ଗଛରେ ଦଉଡି ସାହାଯ୍ୟରେ ବାନ୍ଧି ରଖିଥିଲେ । ଯାହାକି ଉଦଳା ପୋଲିସ୍ ଖବର ପାଇ ଘଟଣାସ୍ଥଳରେ ପହଂଚି ଅଭିଯୁକ୍ତ ପୁଅକୁ ଉଦ୍ଧାର କରିବା ସହିତ ଗିରଫ କରିଛି । ଯାହାକି ଗତକାଲି ରାତିରେ ପୁଅ ଉତକ୍ଷିପ୍ତ ହୋଇ ଏକ କାଠ ଫାଳିଆରେ ତାର ବାପାକୁ ବାଡେଇ ବାଡେଇ ମାରି ଦେଇଥିବାର ନିଜେ ସ୍ବୀକାର କରିଛି ।

   Related Posts