Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚାଷୀଙ୍କ ଖାତାକୁ ଗଲା ‘କାଳିଆ’ ଟଙ୍କା, ଆକାଉଣ୍ଟକୁ ୯୧୦ କୋଟି ଟଙ୍କା ପଠାଇଲେ ମୁଖ୍ୟମନ୍ତ୍ରୀ
  • ||
  • ୫୦୦ ଲୋକଙ୍କୁ ନେଇ ଧୁମଧାମ୍‌ରେ ଚାଲିଥିଲା ବାହାଘର ଭୋଜି, ଚଢଉ କଲେ ତହସିଲଦାର…ଲାଗିଲା ମୋଟା ଅଙ୍କର ଫାଇନ୍
  • ||
  • ୩ ହଜାର ଲିଟର ମଦ ଜବତ, ୬୦ଟି ବସ୍ତାରେ ହେଉଥିଲା ଚାଲାଣ
  • ||
  • ନାଉ କିଆରୀରୁ ଜବତ ହେଲା ବିପୁଳ ପରିମାଣର ଗଞ୍ଜେଇ, ଜଣେ ଗିରଫ
  • ||
  • ଚେତୁ ନାହାଁନ୍ତି ଲୋକେ, ବିନିକା ବଜାରରେ କରୋନା କଟକଣା ବାଟବଣା
  • ||
  • ଚଣ୍ଡିଖୋଲ : ଧଳା ଜହର ରାକେଟ୍‌ର ପର୍ଦ୍ଦାଫାଶ କଲା ସଡକ ଦୁର୍ଘଟଣା, ଜବତ ହେଲା ୯ ଗ୍ରାମ୍ ବ୍ରାଉନସୁଗାର
  • ||
  • ଚଣ୍ଡିଖୋଲ : ଚଳିତ ବର୍ଷ ଫିକା ପଡିଛି ଇଦ୍, ଯାଜପୁରରେ ନିରାଡମ୍ବର ଭାବେ ପାଳିତ ହେଉଛି ଉଦ୍-ଉଲ୍-ଫିତର
  • ||
  • ତେଲକୋଇ : ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍, ସ୍ତ୍ରୀ ଗୁରୁତର, ସ୍ବାମୀ ଆହତ
  • ||
  • ନୂଆଦିଲ୍ଲୀ : ଆପ୍ ନେତା ଜରନେଲ୍ ସିଂହଙ୍କ କରୋନାରେ ଦେହାନ୍ତ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ କେଜରିଓ୍ବାଲ
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୨ଜଣଙ୍କ ଜୀବନ, ୨୨୭୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||

ନୀଳଗିରି ଅଞ୍ଚଳରେ ଭାଲୁ ଆକ୍ରମଣରେ ଜଣେ ଗୁରୁତର

9/02/2019 at 8:54 AM

ନୀଳଗିରି ୯|୨: ବାଲେଶ୍ବର ଜିଲ୍ଲା ନୀଳଗିରି ଅଞ୍ଚଳରେ ଭାଲୁ ଆକ୍ରମଣରେ ଜଣେ ଗୁରୁତର ହୋଇଛନ୍ତି । ଗୁରୁତର ଜଣଙ୍କ ହେଲେ ନୀଳଗିରି କେରାଟପଡ଼ିଆ ଗାଁର ଦୈତାରି ସିଂ । ବାଲେଶ୍ବର ମେଡିକାଲରେ ଚିକିତ୍ସିତ ହେଉଛନ୍ତି ଦୈତାରି ।

ସୂଚନା ଅନୁସାରେ ବାଲେଶ୍ବର ଜିଲ୍ଲା ନୀଳଗିରି କେରାଟପଡ଼ିଆ ଗାଁର ଦୈତାରି ସିଂ ରାତିରେ ସେ ଘରକୁ ଫେରୁଥିବା ବେଳେ ତିନୋଟି ଭାଲୁ ହାବୁଡରେ ପଡି ଯାଇଥିଲେ । ପରେ ଗାଁ ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ନୀଳଗିରି ହସ୍ପିଟାଲରେ ଭର୍ତ୍ତି କରିଥିଲେ ସେଠାରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବାଲେଶ୍ବର ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ତେବେ ଦୈତାରି ଦିନମଜୁରିଆ ହୋଇଥିବା ବେଳେ ତାଙ୍କୁ ଚିକିତ୍ସା ପାଇଁ ସରକାରୀ ସହାୟତା ଯୋଗାଇଦେବାକୁ ଗାଁ ଲୋକେ ଦାବି କରିଛନ୍ତି ।

   Related Posts