Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କରୋନା ବେଲଗାମ୍, ଦେଶରେ ୨୪ ଘଣ୍ଟାରେ ୩ ଲକ୍ଷ ୩୨ ହଜାରରୁ ଅଧିକ କେସ୍, ୨୨୬୩ ମୃତ
  • ||
  • ଦୁର୍ଘଟଣାରେ ଆହତ ହେଲେ ମଞ୍ଚ କଳାକାର ରତିକାନ୍ତ ବେହେରା, ହସ୍ପିଟାଲରେ ଭର୍ତ୍ତି
  • ||
  • ଚାଲିଥିଲା ଚୋରା ବନ୍ଧୁକ କାରବାର, ମାଡିବସିଲା ପୋଲିସ, ପିସ୍ତଲ ଜବତ
  • ||
  • ସଂକ୍ରମଣ ସାଙ୍ଘାତିକ, ୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୬୨୧୫ ପଜିଟିଭ୍
  • ||
  • ଏବେ ୪ ଘଣ୍ଟା ଖୋଲା ରହିବ ବ୍ୟାଙ୍କ୍, ଅଧା କର୍ମଚାରୀରେ ଚାଲିବ କାର୍ଯ୍ୟ
  • ||
  • ହସ୍ପିଟାଲ ଆଇସିୟୁରେ ଅଗ୍ନିକାଣ୍ଡ, ଜୀଅନ୍ତା ଜଳିଗଲେ ୧୨ କରୋନା ଆକ୍ରାନ୍ତ
  • ||
  • ୩ ଦିନ ପାଇଁ ପଞ୍ଚାୟତ ସଟଡାଉନ୍, ସଂକ୍ରମଣ ବୃଦ୍ଧି ପରେ ପ୍ରଶାସନର ବଡ ପଦକ୍ଷେପ
  • ||

ଶୌଚ ହେବାକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ଜଣେ ଗୁରୁତର

7/07/2019 at 11:06 AM

ତେଲକୋଇ ୭|୭:  କେନ୍ଦୁଝର ଜିଲ୍ଲା ତେଲକୋଇରେ ଭାଲୁ ଆତଙ୍କ ଦେଖିବାକୁ ମିଳିଛି । ଭାଲୁ ଆକ୍ରମଣରେ ଜଣେ ଗୁରୁତର ହୋଇଛନ୍ତି । ଗୁରୁତର ଜଣଙ୍କ ହେଲେ ହରେକୃଷ୍ଣ ବିଶୋୟୀ ।

ସୂଚନାଯୋଗ୍ୟ ଯେ, କେନ୍ଦୁଝର ଜିଲ୍ଲା ତେଲକୋଇ କମଣାଙ୍ଗ ଗାଁର ହରେକୃଷ୍ଣ ବିଶୋୟୀ । ହରେକୃଷ୍ଣ ସକାଳୁ ଶୌଚ ହେବାକୁ ଯାଇଥିବା ବେଳେ ଭାଲୁ ତାଙ୍କୁ ଆକ୍ରମଣ କରିଥିଲା । ଫଳରେ ସେ ଗୁରୁତର ହୋଇଛନ୍ତି । ତାଙ୍କୁ ଗୁରୁତର ଅବସ୍ଥାରେ କେନ୍ଦୁଝର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଭାଲୁ ଆକ୍ରମଣକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି ।

   Related Posts