ଟ୍ରକ୍ ବାଇକ୍ ମୁହାଁମୁହିଁ ଧକ୍କା : ବାଇକ୍ ଆରୋହୀ ଗୁରୁତର

Published By : Prameya-News7 Bureau | August 26, 2019 IST

ଗଜପତି ୨୬/୮: ଆର୍‌. ଉଦୟଗିରି ଥାନା ଅନ୍ତର୍ଗତ ବାଦପୁର ଘାଟି ନିକଟରେ ବାଇକ୍ ଓ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାଇକ୍ ଆରୋହୀ ଗୁରୁତର ଆହତ ହୋଇଛନ୍ତି।

{"id":149031}

ଆହତ ବାଇକ୍ ଆରୋହୀଙ୍କୁ ଚିକିତ୍ସା ପାଇଁ ଆର୍.ଉଦୟଗିରି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ କିଛି ସମୟ ପାଇଁ ଉତ୍ତେଜନା ଦେଖା ଦେଇଥିଲା।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.