Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : କମିଲା କୋଭିଡ୍ ମୃତ୍ୟୁ ସଂଖ୍ୟା : ଗତ ୨୪ ଘଣ୍ଟାରେ ଯାଇଛି ୪ ମୁଣ୍ଡ, ୧୭୩୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୫୧୮ କରୋନା ସଂକ୍ରମିତ, ୩୧୮୩୦୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ସୋର : ଡକାୟତ ଗ୍ୟାଙ୍ଗ୍ ଓ ଗ୍ରାମବାସୀଙ୍କ ମଧ୍ୟରେ ଖଣ୍ଡ ଯୁଦ୍ଧ : ୪ ଗୁରୁତର, ଜଣେ ଗିରଫ
  • ||
  • ନୂଆଦିଲ୍ଲୀ : ଭାରତରେ କମୁଛି ସଂକ୍ରମଣ, ଗତ ୨୪ଘଣ୍ଟାରେ ୪୧୮୧୦ କରୋନା ଆକ୍ରାନ୍ତ ଚିହ୍ନଟ
  • ||
  • ଉଦଳା : ଜମିବାଡି ବିବାଦକୁ କେନ୍ଦ୍ରକରି ଡବଲ ମର୍ଡର ! ସଂମ୍ପର୍କୀୟ ଭାଇ ଓ ପୁତୁରାକୁ ହତ୍ୟା କଲା ଭାଇ
  • ||
  • ଭୁବନେଶ୍ୱର : ବିଜେଡିରୁ ବହିଷ୍କୃତ ହେଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ
  • ||
  • ମାଲକାନଗିରି : କମ୍ବିଂ ଅପରେସନ ସାରି ଫେରୁଥିବା ବେଳେ ଲ୍ୟାଣ୍ଡମାଇନ ବିସ୍ଫୋରଣ : ଆସିଷ୍ଟାଣ୍ଡ କମାଣ୍ଡାଣ୍ଟ୍ ସହିଦ, ୯ଯବାନ ଆହତ
  • ||

ଖାଦ୍ୟ ଅର୍ଡର ଦେବାକୁ କରିଥିଲେ ଫୋନ୍, ହୋଟେଲ ମାଲିକଙ୍କ ଆକାଉଣ୍ଟରୁ ଲୁଟିନେଲେ ୪୦ହଜାର ଟଙ୍କା

9/12/2019 at 4:00 PM

ସୋର ୯।୧୨: ଅଭିନବ ଉପାୟରେ ହୋଟେଲ ମାଲିକଙ୍କ ଆକାଉଣ୍ଟରୁ ୪୦ ହଜାର ଟଙ୍କା ଲୁଟ୍ ହୋଇଛି । ହୋଟେଲ ମାଲିକଙ୍କୁ ଏକ କାର୍ଯ୍ୟକ୍ରମରେ ଖାଦ୍ୟ ଅର୍ଡର ଦେବାକୁ ଫୋନ୍ କଲରେ ତାଙ୍କର ଆକାଉଣ୍ଟ ନମ୍ବର, ପିନ୍ ଓ ଓପିଟି ନମ୍ବର ମାଗିଥିଲେ ଅଡରକାରୀ।

ହୋଟେଲ ମାଲିକ ଫୋନ୍ କଲ୍ କରିଥିବା ବ୍ୟକ୍ତିଙ୍କୁ ସମସ୍ତ ତଥ୍ୟ ପ୍ରଦାନ କରିବାର କିଛି କ୍ଷଣ ମଧ୍ୟରେ ହୋଟେଲ ମାଲିକଙ୍କ ଆକାଉଣ୍ଟରୁ ୪୦ ହଜାର ଟଙ୍କା ଗାଏବ ହୋଇଯାଇଥିଲା। ହୋଟେଲ ମାଲିକ ସିମୁଳିଆ ଥାନାରେ ଏ ନେଇ ଅଭିଯୋଗ କରିଛନ୍ତି।

   Related Posts